ଗୁରୁଦ୍ବାର ସାମ୍ନାରେ ଆପ୍ ନେତାଙ୍କୁ ଗୁଳି କରି ହତ୍ୟା
ପଞ୍ଜାବ : ଶୁକ୍ରବାର ପଞ୍ଜାବର ଜଳନ୍ଧରରେ ଆପ୍ ନେତା ଲକି ଓବରୟଙ୍କୁ ଗୁଳି କରି ହତ୍ୟା । ଏକ ବାଇକରେ ଆସି ଦୁଇ ଜଣ ବ୍ୟକ୍ତି ତାଙ୍କ ଉପରେ ଆଖିବୁଜା ଗୁଳିମାଡ଼ କରିଥିଲେ । ଘଟଣାକୁ ମଡେଲ ଟାଉନ ଗୁରୁଦ୍ବାର ସାହିବ…
ପଞ୍ଜାବ : ଶୁକ୍ରବାର ପଞ୍ଜାବର ଜଳନ୍ଧରରେ ଆପ୍ ନେତା ଲକି ଓବରୟଙ୍କୁ ଗୁଳି କରି ହତ୍ୟା । ଏକ ବାଇକରେ ଆସି ଦୁଇ ଜଣ ବ୍ୟକ୍ତି ତାଙ୍କ ଉପରେ ଆଖିବୁଜା ଗୁଳିମାଡ଼ କରିଥିଲେ । ଘଟଣାକୁ ମଡେଲ ଟାଉନ ଗୁରୁଦ୍ବାର ସାହିବ…
ସିକ୍କିମ : ଭାରତ ସମେତ ବିଭିନ୍ନ ଦେଶରେ ଲଗାତାର ଭୂକମ୍ପ ଝଟକା ଅନୁଭୂତ ହେଉଛି । ଏହାରି ଭିତରେ ପୁଣି ଭାରତର ସିକ୍କିମରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସିକ୍କିମରେ ରାତି ୧ଟାରୁ ସକାଳ ପର୍ଯ୍ୟନ୍ତ ୧୨ ଥର ଭୂକମ୍ପ…
ଭୁବନେଶ୍ୱର : ନିଜକୁ ଡାକ୍ତର ଦର୍ଶାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ନକଲି ଡାକ୍ତର ଗିରଫ । ନକଲି ଡାକ୍ତର ସରୋଜ ମିଶ୍ର ଓରଫ ଭବାନୀ ସିଦ୍ଧାର୍ଥ ଶଙ୍କରକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୁଲିସ । ଅଭିଯୋଗ ଅନୁସାରେ ନିଜକୁ…
ଭୁବନେଶ୍ଵର: ୨୦ ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ଉପଲକ୍ଷେ ସ୍ଥାନୀୟ ଏକାମ୍ର ହାଟ ଠାରୁ ପ୍ରଚାର ରଥ ଗଡିଛି । ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ…
ଭୁବନେଶ୍ୱର: ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ ୩୧ ଯାଏ ବଢାଇଛନ୍ତି । ଫଳରେ…
ଭୁବନେଶ୍ବର: ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍ରେ ପରୀକ୍ଷାର ସମୟ। ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ପରୀକ୍ଷା…
ଭୁବନେଶ୍ୱର : ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠନ କଲା ବିଜେଡି । ପୂର୍ବରୁ ୧୧ଟି ଜିଲ୍ଲାର କମିଟି ଗଠିତ ହୋଇଥିଲା । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଆଜି ୧୨ ଜିଲ୍ଲା ଯଥା…
କନ୍ଧମାଳ : ଟପ ମାଓ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ ଜଣ ମାଓବାଦୀ ରାୟଗଡ଼ା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି I ଓଡିଶା ରାଜ୍ୟ କମିଟି ସଦସ୍ୟ ସି. ପି. ଆଇ (ମାଓବାଦୀ) ନିଖିଲ (ନିରଞ୍ଜନ ରାଉତ ),…
ଭୁବନେଶ୍ୱର : ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର ା ସହରାଂଚଳରେ ବସବାସ କରୁଥିବା ସ୍ବଳ୍ପଆୟକାରୀ ବର୍ଗର ଲୋକଙ୍କୁ ଘର ଭଡ଼ା ଦେବେ ସରକାର । ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ । ସରକାରୀ ଘର…
ଅନୁଗୋଳ: ବଦଳିବ ଅନୁଗୋଳ ଜିଲ୍ଲାରେ ଥିବା ସାତକୋଶିଆ ଅଭୟାରଣ୍ୟର କଳେବର । ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ ପାଲଟିବ ସାତକୋଶିଆ ଆଭୟାରଣ୍ୟ । ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ତିଆରି ହେବ ଅତ୍ୟାଧୁନିକ ଭିତ୍ତିଭୂମି । ଏନେଇ ସୂଚନା ଦେଇଛନ୍ତି…