2026

ସ୍କ୍ରବଟାଇଫସ୍ ନିୟନ୍ତ୍ରଣ ପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥାକୁ ଗୁରୁତ୍ବ, ଆତଙ୍କିତ ନହେବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର: ସ୍କ୍ରବ୍ ଟାଇଫସ୍‌କୁ ନେଇ ତତ୍ପର ହୋଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଯେଉଁ ଅଞ୍ଚଳରେ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହେବେ, ସେଠାକୁ ଡାକ୍ତରୀ ଟିମ୍ ପଠାଯିବ। ରୋଗ ଯେପରି ଅନ୍ୟ ଅଞ୍ଚଳକୁ ନ ବ୍ୟାପେ, ସେଥିପାଇଁ ସଚେତନତା ସହ ନିୟନ୍ତ୍ରଣମୂଳକ…

ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା, ମୋବାଇଲ ଟର୍ଚ୍ଚରେ ଚାଲିଛି ରୋଗୀ ସେବା

ପିପିଲି: ମୋବାଇଲ ଟର୍ଚ୍ଚରେ ରୋଗୀସେବା । ଜାତୀୟ ରାଜପଥ ୩୧୬ ପାର୍ଶ୍ବରେ ଥିବା ପୁରୀର ସାକ୍ଷୀଗୋପାଳ ଡାକ୍ତରଖାନାରୁ ଆସିଛି ଏଭଳି ଅଭିଯୋଗ। ସନ୍ଧ୍ୟାରେ ବିଦ୍ୟୁତ ସରବରାହ ବନ୍ଦ ହୋଇଯିବାରୁ ଡ୍ରେସିଂ ରୁମ, ମେଲ୍ ୱାର୍ଡ ଓ ଡାଇରିଆ ୱାର୍ଡ ପ୍ରାୟ ଏକ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦୁବାଇ ଗସ୍ତ, ସୁଦୃଢ଼ ହେବ ୟୁଏଇ ସହିତ ଓଡ଼ିଶାର ଆର୍ଥିକ ସମ୍ପର୍କ

ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆବୁଧାବିରେ ପହଞ୍ଚିଛନ୍ତି। ଏହାସହ ସଂଯୁକ୍ତ ଅରବ ଏମିରେଟ୍ସ (ୟୁଏଇ)ରେ ଓଡ଼ିଶାର ଉଚ୍ଚସ୍ତରୀୟ ନିବେଶ ଅଭିଯାନର ଶୁଭାରମ୍ଭ ହୋଇଛି। ସେପ୍ଟେମ୍ବର ୯ ରୁ ୧୧ ପର୍ଯ୍ୟନ୍ତ ପ୍ରମୁଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ…

ନନ୍ଦନକାନନ ଆସିଲେ ଭୋଗରାଇ ଜଙ୍ଗଲରୁ ଉଦ୍ଧାର ୫ ଓରାଙ୍ଗଉଟାନ

ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ଭୋଗରାଇ ଜଙ୍ଗଲରୁ ଉଦ୍ଧାର ୫ ଓରାଙ୍ଗଉଟାନଙ୍କୁ ନନ୍ଦନକାନନ ଅଣାଯାଇଛି । ସେମାନଙ୍କୁ ନନ୍ଦନକାନନରେ ସ୍ବତନ୍ତ୍ର ବ୍ୟବସ୍ଥାରେ ରଖାଯିବା ସହ ଗତିବିଧି ଉପରେ ରହିଛି ନଜର। ବାଲେଶ୍ୱର ଜିଲ୍ଲା ଭୋଗରାଇ ରାଣାକାଠା ସଂରକ୍ଷିତ ଜଙ୍ଗଲରେ ୫ ବିରଳ…

ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ, ଖଲିସ୍ତାନୀ ସଂଗଠନ ପଠାଇଥିବା ଆଶଙ୍କା

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ । ଧମକ ମିଳିବା ପରେ ଆତଙ୍କ ଖେଳିଯାଇଛି । ସକାଳ ୮.୩୯ରେ ଦିଲ୍ଲୀ ବିଧାନସଭା ସ୍ପିକରଙ୍କ ଅଫିସିଆଲ ୱେବସାଇଟକୁ ଧମକପୂର୍ଣ୍ଣ ଇମେଲ ଆସିଥିଲା । ଦିଲ୍ଲୀ ବିଧାନସଭା ପରିସରକୁ ବୋମାରେ ଉଡ଼ାଇବାକୁ…

ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା, ୬ ମୃତ, ୭ ଗୁରୁତର

ମହାରାଷ୍ଟ୍ର : ଗୋଣ୍ଡିଆ-ବାଲାଘାଟ ରାଜ୍ୟ ରାଜପଥରେ ସୋମବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ନାଗରା ଗାଁ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍ ଶ୍ରମିକଙ୍କୁ ନେଇ ଯାଉଥିବା ବୋଲେରୋକୁ ସାମ୍ନାପଟୁ ଜୋରଦାର ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୩…

କମିବ ପେଟ୍ରୋଲ ଓ ଡିଜେଲ ଦର, କ୍ରୁଡ୍ ଅଏଲ ଦାମ୍ କମାଇବାକୁ ଟ୍ରମ୍ପଙ୍କ ପ୍ରତିଶ୍ରୁତି

ନୂଅଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେଲ ଦରକୁ ନେଇ ବଡ଼ ଘୋଷଣା କରିଛନ୍ତି। ଆଗାମୀ ଦିନରେ କ୍ରୁଡ୍ ଅଏଲ୍ ଦର ହ୍ରାସ କରିବାକୁ ସେ ଆଶ୍ୱାସନା ଦେଇଛନ୍ତି…

ଲେବାନନ ଉପରେ ଇସ୍ରାଏଲର ଆକ୍ରମଣ, ୭ ମୃତ

ନୂଆଦିଲ୍ଲୀ: ଗତ ୩ ଦିନ ଧରି ଦକ୍ଷିଣ ଲେବାନନରେ ଇସ୍ରାଏଲୀ ସେନାର ଲଗାତାର ଆକ୍ରମଣ ଜାରି ରହିଛି । ଏହି ଆକ୍ରମଣରେ ଅତି କମରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୬୯ ଜଣ ଆହତ ହୋଇଛନ୍ତି । ଆହତଙ୍କ…

ମୋଦୀଙ୍କ ମୁମ୍ବାଇ ଗସ୍ତ ବେଳେ ବଡ଼ ଧରଣର ସୁରକ୍ଷା ତ୍ରୁଟି, ପିଏମଓର ନକଲି ପରିଚୟପତ୍ର ଓ ବନ୍ଧୁକ ଜବତ, ୨ସନ୍ଦିଗ୍ଧ ଗିରଫ

ମୁମ୍ବାଇ : ମୁମ୍ବାଇରେ ବାନ୍ଦ୍ରା-କୁର୍ଲା କମ୍ପ୍ଲେକ୍ସ (BKC)ସ୍ଥିତ ନୀତା ଅମ୍ବାନୀ କଲ୍ଚରାଲ୍ ସେଣ୍ଟରରୁ ଦୁଇ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି । ପିଏମ୍ ମୋଦିଙ୍କ କାର୍ଯ୍ୟକ୍ରମ ଥିବା ବେଳେ ସେଠାରୁ ଦୁଇ ଜଣଙ୍କୁ ଅଟକ ରଖାଯାଇଛି । ଅଟକ ଥିବା ବ୍ୟକ୍ତିଙ୍କ ମଧ୍ୟରୁ…

ବନ୍ଦ ହେଲା ଆଇଫିଲ୍ ଟାୱାର? ମହିଳା କର୍ମଚାରୀଙ୍କୁ ନେଇ ବିବାଦ

ପ୍ୟାରିସ୍‌: ବିଶ୍ୱପ୍ରସିଦ୍ଧ ଆଇଫିଲ୍ ଟାୱାରକୁ ନେଇ ଫ୍ରାନ୍ସରେ ଏବେ ବଡ଼ ବିବାଦ ଦେଖାଦେଇଛି। ଏକ ହିନ୍ଦୁ ଧାର୍ମିକ ପ୍ରତିନିଧି ଦଳର ଘରୋଇ ଗସ୍ତକୁ ନେଇ କର୍ମଚାରୀଙ୍କ ପ୍ରତିବାଦ ଯୋଗୁ ସୋମବାର ଟାୱାର ଖୋଲିବାରେ ବିଳମ୍ବ ହୋଇଥିଲା। ବିବାଦର କେନ୍ଦ୍ରରେ ରହିଛି ବୋଚାସନବାସୀ…