2026

ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ, ଖଲିସ୍ତାନୀ ସଂଗଠନ ପଠାଇଥିବା ଆଶଙ୍କା

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ । ଧମକ ମିଳିବା ପରେ ଆତଙ୍କ ଖେଳିଯାଇଛି । ସକାଳ ୮.୩୯ରେ ଦିଲ୍ଲୀ ବିଧାନସଭା ସ୍ପିକରଙ୍କ ଅଫିସିଆଲ ୱେବସାଇଟକୁ ଧମକପୂର୍ଣ୍ଣ ଇମେଲ ଆସିଥିଲା । ଦିଲ୍ଲୀ ବିଧାନସଭା ପରିସରକୁ ବୋମାରେ ଉଡ଼ାଇବାକୁ…

ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା, ୬ ମୃତ, ୭ ଗୁରୁତର

ମହାରାଷ୍ଟ୍ର : ଗୋଣ୍ଡିଆ-ବାଲାଘାଟ ରାଜ୍ୟ ରାଜପଥରେ ସୋମବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ନାଗରା ଗାଁ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍ ଶ୍ରମିକଙ୍କୁ ନେଇ ଯାଉଥିବା ବୋଲେରୋକୁ ସାମ୍ନାପଟୁ ଜୋରଦାର ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୩…

କମିବ ପେଟ୍ରୋଲ ଓ ଡିଜେଲ ଦର, କ୍ରୁଡ୍ ଅଏଲ ଦାମ୍ କମାଇବାକୁ ଟ୍ରମ୍ପଙ୍କ ପ୍ରତିଶ୍ରୁତି

ନୂଅଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେଲ ଦରକୁ ନେଇ ବଡ଼ ଘୋଷଣା କରିଛନ୍ତି। ଆଗାମୀ ଦିନରେ କ୍ରୁଡ୍ ଅଏଲ୍ ଦର ହ୍ରାସ କରିବାକୁ ସେ ଆଶ୍ୱାସନା ଦେଇଛନ୍ତି…

ଲେବାନନ ଉପରେ ଇସ୍ରାଏଲର ଆକ୍ରମଣ, ୭ ମୃତ

ନୂଆଦିଲ୍ଲୀ: ଗତ ୩ ଦିନ ଧରି ଦକ୍ଷିଣ ଲେବାନନରେ ଇସ୍ରାଏଲୀ ସେନାର ଲଗାତାର ଆକ୍ରମଣ ଜାରି ରହିଛି । ଏହି ଆକ୍ରମଣରେ ଅତି କମରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୬୯ ଜଣ ଆହତ ହୋଇଛନ୍ତି । ଆହତଙ୍କ…

ମୋଦୀଙ୍କ ମୁମ୍ବାଇ ଗସ୍ତ ବେଳେ ବଡ଼ ଧରଣର ସୁରକ୍ଷା ତ୍ରୁଟି, ପିଏମଓର ନକଲି ପରିଚୟପତ୍ର ଓ ବନ୍ଧୁକ ଜବତ, ୨ସନ୍ଦିଗ୍ଧ ଗିରଫ

ମୁମ୍ବାଇ : ମୁମ୍ବାଇରେ ବାନ୍ଦ୍ରା-କୁର୍ଲା କମ୍ପ୍ଲେକ୍ସ (BKC)ସ୍ଥିତ ନୀତା ଅମ୍ବାନୀ କଲ୍ଚରାଲ୍ ସେଣ୍ଟରରୁ ଦୁଇ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି । ପିଏମ୍ ମୋଦିଙ୍କ କାର୍ଯ୍ୟକ୍ରମ ଥିବା ବେଳେ ସେଠାରୁ ଦୁଇ ଜଣଙ୍କୁ ଅଟକ ରଖାଯାଇଛି । ଅଟକ ଥିବା ବ୍ୟକ୍ତିଙ୍କ ମଧ୍ୟରୁ…

ବନ୍ଦ ହେଲା ଆଇଫିଲ୍ ଟାୱାର? ମହିଳା କର୍ମଚାରୀଙ୍କୁ ନେଇ ବିବାଦ

ପ୍ୟାରିସ୍‌: ବିଶ୍ୱପ୍ରସିଦ୍ଧ ଆଇଫିଲ୍ ଟାୱାରକୁ ନେଇ ଫ୍ରାନ୍ସରେ ଏବେ ବଡ଼ ବିବାଦ ଦେଖାଦେଇଛି। ଏକ ହିନ୍ଦୁ ଧାର୍ମିକ ପ୍ରତିନିଧି ଦଳର ଘରୋଇ ଗସ୍ତକୁ ନେଇ କର୍ମଚାରୀଙ୍କ ପ୍ରତିବାଦ ଯୋଗୁ ସୋମବାର ଟାୱାର ଖୋଲିବାରେ ବିଳମ୍ବ ହୋଇଥିଲା। ବିବାଦର କେନ୍ଦ୍ରରେ ରହିଛି ବୋଚାସନବାସୀ…

ଓଡ଼ିଶା ଜନବିଶ୍ୱାସ ବିଲ୍‌କୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱାସଭିତ୍ତିକ ଶାସନକୁ ସୁଦୃଢ଼ କରିବା ପାଇଁ ନିୟାମକ ସଂସ୍କାରର ଦ୍ୱିତୀୟ ତଥା ବ୍ୟାପକ ପର୍ଯ୍ୟାୟକୁ ତର୍ଜମା କରି ‘ଓଡ଼ିଶା ଜନବିଶ୍ୱାସ ବିଲ୍, ୨୦୨୬’କୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ ଦେଇଛନ୍ତି। ସେହିପରି, ଜଳସମ୍ପଦ ବିଭାଗର ନୂତନ ଐତିହ୍ୟ ଓ ପର୍ଯ୍ୟଟନଭିତ୍ତିକ…

ଦିନ ଦିପହରେ ବ୍ୟାଙ୍କରୁ ଲୁଟି ନେଲେ ୧୦ ଲକ୍ଷରୁ ଅଧିକ ଟଙ୍କା, ମ୍ୟାନେଜର ଗୁରୁତର

ଜଳେଶ୍ୱର : ଦିନ ଦ୍ବିପହରରେ ବ୍ୟାଙ୍କ ଭିତରେ ପଶି ୧୦ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଖପରାପଦା ଓଡିଶା ଗ୍ରାମ୍ଯ ବ୍ୟାଙ୍କ ଶାଖାରୁ ଲୁଟ ଅଭିଯୋଗ ହୋଇଛି। ବନ୍ଧୁକ ଏବଂ ବିଭିନ୍ନ ମାରଣାସ୍ତ୍ର…

୧୬ ଲକ୍ଷରୁ ଊର୍ଦ୍ଧ୍ବ ସରକାରୀ ଅର୍ଥ ହଡ଼ପ, ୩ ଗିରଫ

କଟକ : ୧୬ ଲକ୍ଷରୁ ଊର୍ଦ୍ଧ୍ବ ସରକାରୀ ଟଙ୍କା ହଡ଼ପ, ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ। ବୃଦ୍ଧବୃଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ସାମାଜିକ ସୁରକ୍ଷା ପେନସନ୍ ଟଙ୍କା ହଡ଼ପ ଅଭିଯୋଗରେ ଭୋଗରାଇ ବ୍ଲକର ୩ ପଞ୍ଚାୟତସ୍ତରୀୟ ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ…

ପଛକୁ ପଛ ୨ଟି ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷର ପରିମାଣ

ଭୁବନେଶ୍ୱର : ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ପଛକୁ ପଛ ଆସୁଛି ୨ଟି ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୦ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ।…