ଏଣିକି ଓଏମ୍ଆର ସିଟ୍ ବଦଳରେ ଅନଲାଇନ ହେବ ନିଟ୍ ପରୀକ୍ଷା
ନୂଆଦିଲ୍ଲୀ : ନିଟ୍ ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ବୟାନ ଦେଇଛନ୍ତି । ସେ କହିଛନ୍ତି, ସରକାରଙ୍କ ପ୍ରାଥମିକତା ହେଉଛି ଛାତ୍ରଛାତ୍ରୀଙ୍କ କଲ୍ୟାଣ । କିଛି ଲୋକ ସୋସିଆଲ ମିଡିଆରେ ଭ୍ରମ…