‘ୱିଙ୍ଗସ ଇଣ୍ଡିଆ’ରେ ଅଂଶଗ୍ରହଣ କଲେ ଓଡ଼ିଶା ସରକାର; ଦକ୍ଷତା ବିକାଶ ଆଭିମୁଖ୍ୟକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ
ଭୁବନେଶ୍ବର: ଇଦ୍ରାବାଦର ବେଗୁମପେଟ୍ ଠାରେ ଆୟୋଜିତ ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ରେ ଓଡ଼ିଶା ସରକାର ଅଂଶଗ୍ରହଣ କରିଛନ୍ତି। ଭାରତର ବିମାନ ଚଳାଚଳ କ୍ଷେତ୍ରରେ ରାଜ୍ୟର ବଢୁଥିବା ଭୂମିକାକୁ ପ୍ରତିଫଳିତ କରି ଏହି ପାଭିଲିୟନର…
