ଏନକାଉଣ୍ଟର: ମାଓ ନେତା ଦିଲିପ ଭେଡ଼ଜା ସମେତ ୬ ମାଓବାଦୀ ନିହତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲା ନେସନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟର ରେ 4 ମହିଳା ମାଓବାଦୀ ସମେତ 6 ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି ।…
