2026

୨୨ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆସନ୍ତା ୨୨ତାରିଖରେ ମିଳିବ ସୁଭଦ୍ରା ଟଙ୍କା । । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ପୂର୍ବରୁ ଜାନୁଆରୀ ୧୮ରେ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଥିଲେ ବିଭାଗୀୟ ମନ୍ତ୍ରୀ । ୧୮ ବଦଳରେ ୨୨ତାରିଖରେ ସୁଭଦ୍ରା…

ବିଜେପି ସରକାରରେ ଗୋ ଚାଲାଣକାରୀଙ୍କ ସ୍ଥାନ ନାହିଁ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଭୁବନେଶ୍ୱର: ରାଜ୍ୟରେ ୪ ଜିଲାର ଗୋ-ମାଫିଆଙ୍କ ଘରେ ଚଢଉ ଜାରି ରହିଛି । ଗଞ୍ଜାମ, କେନ୍ଦୁଝର, ଭଦ୍ରକ ଓ ମୟୂରଭଞ୍ଜରେ ଗୋ-ମାଫିଆଙ୍କ ଘରେ ଚଢଉ କି ବିପୁଳ ଅର୍ଥ, ସୁନା ଅଳଙ୍କାର ଜବତ କରିଛି ପୁଲିସ । ଏହାକୁ ନେଇ ଆଜି…

ଗଞ୍ଜାମରେ ED ର ଚଢ଼ାଉ, ୨.୬୩ କୋଟି ଟଙ୍କା ଜବତ

ଭୁବନେଶ୍ୱର : ଗଞ୍ଜାମରେ ED ର ମେଗା ରେଡ୍ । ବେଆଇନ ଖଣି ମାଫିଆଙ୍କଠାରୁ ୨.୬୩ କୋଟି ଟଙ୍କା ଜବତ ହୋଇଛି । ବେଆଇନ ବାଲି ଓ ପଥର ଖଣି କାରବାର ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ବାଣ ବିସ୍ପୋରଣରେ ଜଣେ ମୃତ

କଟକ : ବାଣ ଭିଡୁ ଭିଡୁ ଅଘଟଣ। କଟକ ଖଲର୍ଧା ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ । ଧମାକାରେ ଉଡ଼ିଗଲା ଘର । ପୋଡ଼ିହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଘଟଣା…

ବାରଙ୍ଗରେ ଗୁଳିକାଣ୍ଡ, ୮ ଜଣଙ୍କୁ କାବୁ କଲା ପୋଲିସ

ବାରଙ୍ଗ : ବାରଙ୍ଗରେ ଫୁଟିଲା ଗୁଳି ! ବାରଙ୍ଗ ଥାନା ତ୍ରିଶୂଳିଆ ଛକ ନିକଟ କୁସିନ୍ଦା ଗ୍ରାମରେ ଫୁଟିଛି ଗୁଳି । ଜମିଜମା ବିବାଦକୁ କେନ୍ଦ୍ରକରି ଫାଙ୍କା ଗୁଳି ଚାଳନା ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବାରଙ୍ଗ ଥାନା ପୋଲିସ…

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ଜଳେଶ୍ବର: ଥମୁନି ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଆମ୍ବପୂଞ୍ଜା ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ମୃତକ ହେଲେ କମର୍ଦ୍ଦା ଥାନା ବାଗ ଗାଁର ଚନ୍ଦ୍ରଶେଖର…

ଚାଲିଛି ପକ୍ଷୀ ଗଣନା, ସାରା ରାଜ୍ୟରେ ୫ଟି ରେଞ୍ଜ ପାଇଁ ୨୨ଟି ଟିମ୍ ଗଠନ

ଭୁବନେଶ୍ବର: ସାରା ରାଜ୍ୟରେ ପକ୍ଷୀ ଗଣନା । ଚିଲିକା ଓ ହୀରାକୁଦରେ ପକ୍ଷୀ ଗଣନା ହେଉଛି । ଚିଲିକାରେ ସକାଳ ୬ଟାରୁ ଦିନ ୧ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା କରାଯିବ । ୫ଟି ରେଞ୍ଜ ପାଇଁ ମୋଟ ୨୨ଟି ଟିମ୍ ଗଠନ…

ଲାଗୁ ହେଲା ନୂଆ ପାର୍କିଂ ଫି, ୫୦୦ ନୁହେଁ ୨୪୦ ଟଙ୍କା ଭକ୍ତ ନିବାସର ପାର୍କିଂ ଫି’

ପୁରୀ: ଆଜିଠୁ ଭକ୍ତ ନିବାସର ନୂଆ ପାର୍କିଂ ଫି ଲାଗୁ । ୫୦୦ ଟଙ୍କା ବଦଳରେ ୨୪୦ ଟଙ୍କା କରାଯାଇଛି । ପୁରୀରେ ବସିଥିବା ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । କିଛିଦିନ ତଳେ ଭକ୍ତ ନିବାସରେ ଚାରି…

ରାଜ୍ୟକୁ ଆସିବ ଏକ ଲକ୍ଷ କୋଟିର ପୁଞ୍ଜି, ୨୭ କମ୍ପାନୀ ସହ ବୁଝାମଣା ପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ରାଜ୍ୟକୁ ଆସିବ ଏକ ଲକ୍ଷ କୋଟିର ପୁଞ୍ଜି । କୋଲକାତାରେ ଓଡ଼ିଶା ଇନଭେଷ୍ଟର୍ସ ମିଟରୁ ବଡ଼ ସଫଳତା । ୨୭ ଟି ବଡ଼ କଂପାନୀ ସହ ସ୍ବାକ୍ଷରିତ ହୋଇଛି ବୁଝାମଣା ପତ୍ର । ପଶ୍ଚିମବଙ୍ଗର କୋଲକାତାରେ ଆୟୋଜିତ ନିବେଶକ ସମ୍ମିଳନୀ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା କାର୍ ଓ ଅଟୋ, ଜଣେ ଜୀବନ୍ତ ଦଗ୍ଧ

କନ୍ଧମାଳ : ମୁହାଁମୁହିଁ ଧକ୍କା ପରେ ଜଳିଗଲା କାର୍ ଓ ଅଟୋ । ଜଣେ ଜୀବନ୍ତ ଦଗ୍ଧ । ଫୁଲବାଣୀ ସଦର ଥାନା ଆଇଟିଆଇ ନିକଟରେ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେବା ପରେ ରାସ୍ତାରେ ହୁହୁ ହୋଇ ଜଳିଲା କାର…