2026

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବାଲେଶ୍ୱର ଉଠା ଜଳସେଚନ କନିଷ୍ଠ ଯନ୍ତ୍ରୀ ସୁବ୍ରତ ମହାନ୍ତି ଗିରଫ

ମୟୂରଭଞ୍ଜ : ଲାଞ୍ଚ ନେଇ ଜେଲ୍ ଯାଇଥିଲେ, ଏବେ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ପୁଣି ବନ୍ଧା ହେଲେ କନିଷ୍ଠ ଯନ୍ତ୍ରୀ । ୧ କୋଟି ୩୦ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ । ଲାଞ୍ଚ ନେଇ ପୂର୍ବରୁ…

ତିରିଂରୁ ଉଦ୍ଧାର ହେଲେ ନିଖୋଜ MKCG ଛାତ୍ର ସାଗର ସାହୁ

ବ୍ରହ୍ମପୁର: MKCG ମେଡିକାଲ୍ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ MBBS ଛାତ୍ର ମୟୂରଭଞ୍ଜ ଜିଲ୍ଲା ତିରିଂରୁ ଉଦ୍ଧାର ହୋଇଛି। ଗତ ୩୧ ତାରିଖରୁ ସେ ନିଖୋଜ ଥିଲେ। ଏହାପରଠାରୁ ପରିବାର ଲୋକେ ଓ ମେଡିକାଲ କ୍ୟାମ୍ପସରେ ଚିନ୍ତାର କାରଣ ପାଲଟିଥିଲା।…

ସ୍କୁଲ ଗେଟ୍ ଆଗରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ବାଲୁକେଶ୍ୱର ହାଇସ୍କୁଲ୍ ଗେଟ୍ ସାମ୍ନାରେ ସହକାରୀ ଶିକ୍ଷକଙ୍କୁ ମାରଣାନ୍ତକ ଆକ୍ରମଣ। କାଠଫାଳିଆରେ ଆକ୍ରମଣରେ ଶିକ୍ଷକ ଭବାନୀ ପ୍ରସାଦ ଦାସ ଗୁରୁତର। ଶିକ୍ଷକଙ୍କୁ ମାରି ଲହୁଲୁହାଣ କଲା। ଆକ୍ରମଣର କାରଣ ଏବେ ବି ଅସ୍ପଷ୍ଟ। ରକ୍ତ ଜୁଡୁବୁଡୁ ଅବସ୍ଥାରେ…

୨୦୨୪ ବ୍ୟାଚର ୯ ଯୁବ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି

ଭୁବନେଶ୍ୱର: ଟ୍ରେନିଂରୁ ଫେରିବା ପରେ ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS)ର ୯ ଜଣ ୨୦୨୪ ବ୍ୟାଚ୍ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଉପ-ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ଅଧିକାରୀମାନେ ସେମାନଙ୍କ ନ୍ୟସ୍ତ କ୍ଷେତ୍ରରେ ସବ୍- ଡିଭିଜିନାଲ ମାଜିଷ୍ଟ୍ରେଟ୍ ଭାବରେ ମଧ୍ୟ…

କଲେଜ ହଷ୍ଟେଲରୁ ଇଞ୍ଜିନିୟରିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଖନ୍ତପଡ଼ା ଥାନା ଅନ୍ତର୍ଗତ ସେରଗଡ଼ ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲ ରୁମରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। କମ୍ପ୍ୟୁଟର ସାଇନ୍ସର ଦ୍ୱିତୀୟ ବର୍ଷର ଉକ୍ତ ଛାତ୍ରୀ ଜଣକ ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳର ବୋଲି…

ବିଚିତ୍ରପୁର ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଉଦ୍ଧାର

ବାଲେଶ୍ବର: ବାଲେଶ୍ବରରେ ଓରାଙ୍ଗଉଟାନ । ଭୋଗରାଇ ବ୍ଲକ ବିଚିତ୍ରପୁର ଜଙ୍ଗଲରେ ୫ ଓରାଙ୍ଗଉଟାନ ଠାବ ହୋଇଛି । ଏକାଥରେ ୫ଟି ବିରଳ ପ୍ରଜାତିର ଜୀବ ଜଙ୍ଗଲରେ ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଜୀବଗୁଡ଼ିକୁ ଉଦ୍ଧାର ପରେ ସେମାନଙ୍କ…

ଦିଲ୍ଲୀ ଟ୍ରାଜେଡି; କୋଠା ମାଲିକ ଗିରଫ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ବହୁମହଲା ପିଜି କୋଠା ହଠାତ୍ ଭୁଶୁଡ଼ି ପଡ଼ିବା ଘଟଣାରେ ବିଲ୍ଡିଂ ମାଲିକ ହରିରାମ ଦିଲ୍ଲୀ ପୋଲିସ ଦ୍ବାରା ଗିରଫ ହୋଇଛନ୍ତି। ରାଜସ୍ଥାନ ଭିୱାଦିରୁ ଉଠାଇ ଆଣିଲା ଦିଲ୍ଲୀ ପୋଲିସ। ହରିରାମ ବଂଶଲଙ୍କ…

୩ ବରିଷ୍ଠ IASଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର : ରାଜ୍ୟର ବରିଷ୍ଠ ପ୍ରଶାସନିକ ସ୍ତରରେ ପୁଣି ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର । ୩ ଜଣ ବରିଷ୍ଠ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ସାଧାରଣ ପ୍ରଶାସନ, ଖଣି ଏବଂ ସାମାଜିକ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗରେ…

ଟ୍ରାଫିକ୍ ଡ୍ୟୁଟିରେ ଆରମ୍ଭ ହେଲା ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥା

ଭୁବନେଶ୍ୱର : ରାଜଧାନୀରେ ଟ୍ରାଫିକ୍ ପରିଚାଳନାକୁ ଅଧିକ ସ୍ମାର୍ଟ ଓ ଆଧୁନିକ କରିବା ଲକ୍ଷ୍ୟରେ କମିଶନରେଟ୍ ପୁଲିସ ପକ୍ଷରୁ ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ରବିବାର ସନ୍ଧ୍ୟାରେ ପୁଲିସ ସେବା ଭବନଠାରେ ଆୟୋଜିତ…

ମହାଷ୍ଟମୀରେ ବନ୍ଦ ରହିବ ସବୁ ମଦ ଦୋକାନ !

କୋଲକତା: ଆସନ୍ତା ଶାରଦୀୟ ଦୁର୍ଗାପୂଜାର ମହାଷ୍ଟମୀ ଦିନ ପଶ୍ଚିମବଙ୍ଗର ସବୁ ମଦ ଦୋକାନ ବନ୍ଦ ରହିବ । ଖାଲି ସେତିକି ନୁହେଁ ରାଜ୍ୟରେ ଥିବା ବାର୍‌ଗୁଡିକ ମଧ୍ୟ ସେଦିନ ବନ୍ଦ ରହିବ । ମା’ ମଣ୍ଡପରେ ପୂଜା ପାଉଥିବା ବେଳେ ରାଜ୍ୟରେ…