ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ଟ୍ରମ୍ପଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରତିକ୍ରିୟା
ନୂଆଦିଲ୍ଲୀ : ଟ୍ରମ୍ପଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୱାଶିଂଟନ୍ ଡିସିରେ ଘଟିଥିବା ଘଟଣାରେ ଡୋନାଲ୍ଡ ଟ୍ରମ୍ପ, ତାଙ୍କ ପତ୍ନୀ ଏବଂ ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ସୁରକ୍ଷିତ ଥିବା ଜାଣି ସେ…