କୁଏତ, ବାହାରିନ୍ ଉପରେ ଇରାନର ବାଲାଷ୍ଟିକ୍ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ
କୁଏତ ସିଟି: କୁଏତ ଓ ବାହାରିନ ଉପରେ ଶନିବାର ଇରାନ ବାଲାଷ୍ଟିକ୍ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଜରିଆରେ ଆକ୍ରମଣ କରିଛି। ଇରାନର ଆକ୍ରମଣକୁ ଦୃଷ୍ଟିରେ ରଖି କୁଏତ ଓ ବାହାରିନ୍ ସରକାର ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରିଥିବା ଜଣାପଡ଼ିଛି। ଏ…
