2026

୪ ଦଫା ଦାବି ନେଇ ଗାନ୍ଧୀ ମାର୍ଗରେ ଗର୍ଜିଲେ ହଜାର ହଜାର ଶିକ୍ଷକ

ଭୁବନେଶ୍ୱର : ଗୁରୁ ଦିବସରେ ଗୁରୁ ଗର୍ଜନ । ରାଜଧାନୀରେ ଶିକ୍ଷକ ଓ ଅଧ୍ୟାପକଙ୍କ ମହାସମାବେଶ । ଗୋଟିଏ ପଟେ ସାରା ଦେଶ ଗୁରୁ ଦିବସ ପାଳନ କରୁଥିବାବେଳେ ଭୁବନେଶ୍ବର ରାଜରାସ୍ତାରେ ହଜାର ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ପୁରାତନ ଛାତ୍ରଛାତ୍ରୀ,…

୧୩ରେ ଲଘୁଚାପ, ୧୦ ତାରିଖ ପରେ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପ୍ରକୋପ !

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ କୌଣସି ସତର୍କ ସୂଚନା ଜାରି କରିନାହିଁ ପାଣିପାଗ ବିଭାଗ। ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।…

କୋଲକାତା ଏୟାରପୋର୍ଟରେ ଆତଙ୍କ, ଇଣ୍ଡିଗୋ ବିମାନରେ ବୋମା ଥିବା ନେଇ ମିଳିଲା ଚିଠି

କୋଲକାତା : କୋଲକାତା ବିମାନବନ୍ଦରରେ ଶୁକ୍ରବାର ସନ୍ଧ୍ୟାରେ ବୋମା ଆତଙ୍କ ସୃଷ୍ଟି ହୋଇଥିଲା । ଗୋରଖପୁର ଅଭିମୁଖେ ଉଡ଼ାଣ ପାଇଁ ପ୍ରସ୍ତୁତ ଥିବା ଏକ ଇଣ୍ଡିଗୋ ବିମାନର ଶୌଚାଳୟରୁ ବୋମା ଥିବା ନେଇ ଏକ ଚିଠି ମିଳିବା ପରେ ଯାତ୍ରୀଙ୍କ ମଧ୍ୟରେ…

ବ୍ରିକ୍ସ ସମ୍ମିଳନୀ ପାଇଁ ୧୧ରେ ଦିଲ୍ଲୀର ସମସ୍ତ କେନ୍ଦ୍ରୀୟ କାର୍ଯ୍ୟାଳୟ ଛୁଟି

ନୂଆଦିଲ୍ଲୀ : ବ୍ରିକ୍ସ ସମ୍ମିଳନୀ ନିମନ୍ତେ ସେପ୍ଟେମ୍ବର ୧୧ ତାରିଖକୁ ଦିଲ୍ଲୀର ସମସ୍ତ କେନ୍ଦ୍ରୀୟ ସରକାରୀ କାର୍ଯ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ଏ ସମ୍ପର୍କରେ ଗୁରୁବାର କାର୍ମିକ, ସାଧାରଣ ଅଭିଯୋଗ ଓ ପେନସନ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି। ବ୍ରିକ୍ସ…

ଅଶୋଧିତ ତେଲ ଚୋରି ଉଦ୍ୟମ ବେଳେବିଷାକ୍ତ ଗ୍ୟାସ୍ ସଂସ୍ପର୍ଶରେ ଆସି ୩୭ ମୃତ

ନୂଆଦିଲ୍ଲୀ: ଅଶୋଧିତ ତେଲ ଚୋରି ଉଦ୍ୟମ ବେଳେ ଅଘଟଣ । ବିଷାକ୍ତ ଗ୍ୟାସ୍ ସଂସ୍ପର୍ଶରେ ଆସି ୩୭ ମୃତ । ନାଇଜେରିଆର ରିଭର୍ସ ଷ୍ଟେସ୍ ସ୍ଥିତ ଓକାରି ଜେଟି ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା । ରିପୋର୍ଟ ଅନୁଯାୟୀ, କିଛି ଲୋକ…

ଜମ୍ମୁ କଶ୍ମୀରରେ ପୋଲିସ ଓ CRPFର ମିଳିତ ଅପରେସନ, ଜଣେ ଆତଙ୍କୀ ନିହତ

ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରର ବଡଗାମ ଅଞ୍ଚଳରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି । ଭାରତୀୟ ସେନା, ଜମ୍ମୁ-କଶ୍ମୀର ପୋଲିସ ଏବଂ ଶ୍ରୀନଗର CRPFର ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଦକ୍ଷିଣ କଶ୍ମୀରର ପୁଲୱାମା…

CBI ତଦନ୍ତକୁ ନେଇ ସନ୍ତୁଷ୍ଟ ନାହାନ୍ତି ଆରଜି କର ପୀଡିତାଙ୍କ ମା’, ନ୍ୟାୟ ପ୍ରକ୍ରିୟାକୁ ପ୍ରଶ୍ନବାଚୀ

କୋଲକତା : ସିବିଆଇ ଯାଞ୍ଚରେ ଖୁସିନାହାନ୍ତି କୋଲକତାର ଆରଜି କର ମେଡିକାଲ କଲେଜ ପୀଡ଼ିତାଙ୍କ ମା ତଥା ବିଜେପି ବିଧାୟିକା ରତ୍ନା ଦେବନାଥ । ଆରଜି କର ଡାକ୍ତର ଛାତ୍ରୀଙ୍କ ଦୁଷ୍କର୍ମ ଓ ହତ୍ୟା ମାମଲାରେ CBI ତଦନ୍ତକୁ ନେଇ ଅସନ୍ତୋଷ…

ନେପାଳ ଜଳପ୍ରଳୟର ୯ ଦିନ ପରେ ସୁଡ଼ଙ୍ଗରୁ ଜୀବନ୍ତ ଉଦ୍ଧାର ହେଲେ ୨ ଶ୍ରମିକ

କାଠମାଣ୍ଡୁ : ନେପାଳ ଜଳପ୍ରଳୟର ୯ ଦିନ ପରେ ଜଳବିଦ୍ୟୁତ୍ ସୁଡ଼ଙ୍ଗରୁ ଜୀବନ୍ତ ଉଦ୍ଧାର ହେଲେ ୨ ଶ୍ରମିକ । ତ୍ରିଶୁଳି-୩A ପ୍ରକଳ୍ପରୁ ମେକାନିକାଲ ଫୋରମ୍ୟାନ୍ ଓ ସୁପରଭାଇଜରଙ୍କୁ ସୁରକ୍ଷିତ ବାହାର କଲା ସେନା । ରସୁୱା ଜିଲ୍ଲାରେ ଥିବା ଅପର୍…

ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ବ୍ରେକ ସିଷ୍ଟମ ଫେଲ୍ ଯୋଗୁଁ ଦୁର୍ଘଟଣା

ଜମ୍ମୁ କଶ୍ମୀର : ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋ ବିମାନ ଲାଣ୍ଡିଂ ସମୟରେ ଦୁର୍ଘଟଣାର ଶିକାର ହୋଇଛି । ବିମାନ ପାର୍କିଂ ପାଇଁ ଯାଉଥିବା ବେଳେ ବ୍ରେକ ସିଷ୍ଟମ ଫେଲ୍ ହୋଇଯାଇଥିଲା । ଫଳରେ ବିମାନଟି ରୋକିହୋଇନଥିଲା । ପାର୍କିଂ ବେଳେ…

ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଇମେଜିଂ ସାଟେଲାଇଟ୍ EOS-05

ନୂଆଦିଲ୍ଲୀ: ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ । ମହାକାଶ କ୍ଷେତ୍ରରେ ଭାରତକୁ ମିଳିଛି ଆଉ ଏକ ବଡ଼ ସଫଳତା । ଶୁକ୍ରବାର ଭୋର ୨ଟା ୫୫ ମିନିଟ୍ ରେ ଇସ୍ରୋର GSLV-F17 ରକେଟ୍ ମହାକାଶକୁ ସଫଳତାର…