୩,୭୯୩.୩୩ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ, ୧୪ ଜିଲ୍ଲାରେ ସ୍ଥାପନ ହେବ ୨୪ଟି ଶିଳ୍ପ ପ୍ରକଳ୍ପ
ଭୁବନେଶ୍ବର: ଓଡ଼ିଶାରେ ୩ ହଜାର ୭୯୩ କୋଟି ୩୩ ଲକ୍ଷର ପୁଞ୍ଜିନିବେଶ ପ୍ରସ୍ତାବକୁ ସରକାରୀ ମଞ୍ଜୁରୀ । ୧୪ଟି ଜିଲ୍ଲାରେ ସ୍ଥାପନ ହେବ ୨୪ଟି ଶିଳ୍ପ ପ୍ରକଳ୍ପ । ସୃଷ୍ଟି ହେବ ପ୍ରାୟ ୨୦ ହଜାର ନିଯୁକ୍ତି । ରାଜ୍ୟରେ ଶିଳ୍ପ…
