2026

ଆସନ୍ତାକାଲି ଠାରୁ ଡଲଫିନ ଗଣନା

ରାଜନଗର: ବିଶ୍ୱପ୍ରସିଦ୍ଧ ଜୈବମଣ୍ଡଳ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ସୋମବାର ଦିନ ଡଲଫିନ୍‌ ଗଣନାର ପ୍ରଶିକ୍ଷଣ ତାଲିମ ପ୍ରଦାନ କରାଯାଉଛି । ଆସନ୍ତାକାଲି ଅର୍ଥାତ ୨୦ ତାରିଖରୁ ୨୨ ତାରିଖ ପଯ୍ୟନ୍ତ ୩ ଦିନ ଧରି ଗହୀରମଥା…

ପକ୍ଷୀ ଗଣନା ଶେଷ; ଚିଲିକାରେ ୧୯୬ ପ୍ରଜାତିର ପକ୍ଷୀଙ୍କ ଆଗମନ

ବାଣପୁର: ପକ୍ଷୀଙ୍କ ଭୂସ୍ବର୍ଗ ମରାଳ ମାଳିନୀ ନିଳାମ୍ବୁ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ସଂଖ୍ୟକ ପକ୍ଷୀ ଆସିଛନ୍ତି। ଯାହାକି ଗତବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୨୭…

ଷ୍ଟାର୍ଟଅପ୍‌ ଖସିବା ପ୍ରସଙ୍ଗ: ପୂର୍ବ ସରକାରଙ୍କୁ ଦାୟୀ କଲେ ମନ୍ତ୍ରୀ

ଭୁବନେଶ୍ୱର: ଷ୍ଟାର୍ଟଅପରେ ଓଡ଼ିଶାର ରାଙ୍କ୍‌ ଖସିବା ପ୍ରସଙ୍ଗରେ ପୂର୍ବ ସରକାରଙ୍କୁ ଦାୟୀ କରିଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ପୂର୍ବ ବିଜେଡି ସରକାରଙ୍କ ଉପରେ ଦୋଷ ଲଦିଛନ୍ତି ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ଏହି ରିପୋର୍ଟ ୧ ଜାନୁଆରୀ ୨୦୨୩ରୁ…

ଏନକାଉଣ୍ଟର: ମାଓ ନେତା ଦିଲିପ ଭେଡ଼ଜା ସମେତ ୬ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲା ନେସନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟର ରେ 4 ମହିଳା ମାଓବାଦୀ ସମେତ 6 ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି ।…

ଖୁବ ଶୀଘ୍ର ଆସିବ ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ ,ଦୂର ହେବ ଜମି ସମସ୍ୟା

ପୁରୀ : ଖୁବ ଶୀଘ୍ର ଆସିବ ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ । ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଜମି ସମସ୍ୟା ଦୂର କରାଯିବ l ପୁରୀର ଜମି ସମସ୍ୟା ନେଇ ସମସ୍ତ ବିଭାଗ ସହ ଆଲୋଚନା କରାଯାଇଛି l ସମସ୍ୟାର…

ନଦୀପଠାରୁ ଖଣ୍ଡବିଖଣ୍ଡିତ ମୃତଦେହ ଓ କଙ୍କାଳ ଜବତ

ବଲାଙ୍ଗିର : ନଦୀପଠାରେ କଙ୍କାଳ ଠାବ । ଏ ହାଡ଼ ଓ ଖପୁରୀ କାହାର ? ତାକୁ ନେଇ ଚାଲିଛି ଚର୍ଚ୍ଚା । ଇଏ ହତ୍ୟା ନା କାହାର ଅକସ୍ମାତ ମୃତ୍ୟୁ ? ପୋଲିସର ଛାନଭିନ୍ ଜାରି । ନଈ ପଠାରେ…

ମହାରାଷ୍ଟ୍ର ବ୍ୟାଙ୍କରୁ ଡ଼କାୟତି, ୫ କୋଟିର ସୁନା ଓ ୮ ଲକ୍ଷ ଟଙ୍କା ଲୁଟ୍

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ବଡ଼ବିଲ୍ ମହାରାଷ୍ଟ୍ର ବ୍ୟାଙ୍କରୁ ବଡ଼ ଧରଣର ଡ଼କାୟତି । ବନ୍ଧୁକ ଦେଖାଇ ଲୁଟିନେଲେ ଟଙ୍କା ଓ ସୁନା ଅଳଙ୍କାର । ୫ କୋଟିର ସୁନା ଓ ୮ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ । ୫ଟି…

ସଫେଇ ଟଙ୍କାକୁ ନେଇ ଗଣ୍ଡଗୋଳ, ୨ ଶିକ୍ଷୟିତ୍ରୀ ନିଲମ୍ବିତ

ସମ୍ବଲପୁର : ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ । ସମ୍ୱଲପୁର ଜିଲ୍ଲା ବୁର୍ଲା କିର୍ବା ଉଚ୍ଚ ପ୍ରାଥମିକ ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ମଧ୍ଯରେ ଗଣ୍ଡଗୋଳ ଘଟଣାରେ ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ l ଶିକ୍ଷୟିତ୍ରୀ ଦୁଇ ଜଣ ହେଲେ କସ୍ତୁରୀ ଜେନା ଓ ଶର୍ମିଷ୍ଠା…

ଭିଡ଼ ନିୟନ୍ତ୍ରଣ ପାଇଁ ଭୁବନେଶ୍ୱରରୁ କନ୍ଦରପୁରକୁ ସଂଯୋଗ ହେବ ନୂଆ ରାସ୍ତା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ରୋଡ୍‌ ନେଟ୍‌ୱାର୍କକୁ ସୁଦୃଢ଼ କରି ରାଜ୍ୟର ବିକାଶକୁ ଆଗେଇ ନେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସ୍ପଷ୍ଟ ଆଭିମୁଖ୍ୟ ରହିଛି । ଏହି ଲକ୍ଷ୍ୟକୁ ତ୍ୱରିତ ବେଗରେ…

ଫାଟିଲା ଏଲପିଜି ଗ୍ୟାସ୍ ପାଇପଲାଇନ୍, ଲୋକେ ଆତଙ୍କିତ

କଟକ: କଟକର ସିଡିଏ ସେକ୍ଟର-୯ରେ ସୋମବାର ଦିନ ନିର୍ମାଣ କାର୍ଯ୍ୟ ସମୟରେ ଦୁର୍ଘଟଣାବଶତଃ ଗେଲ୍ (ଇଣ୍ଡିଆ) ଲିମିଟେଡ୍‌ର ଏକ ଏଲପିଜି ଗ୍ୟାସ୍ ପାଇପଲାଇନ୍ ଫାଟି ଯାଇଛି। ସୂଚନା ଅନୁଯାୟୀ, ସିଡିଏ ସେକ୍ଟର-୯ରେ ଚାଲିଥିବା ନିର୍ମାଣ କାର୍ଯ୍ୟ ପାଇଁ ଭାରୀ ଯନ୍ତ୍ରପାତି ବ୍ୟବହାର…