ସ୍କୁଲରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ପିଟିଲେ ୩ ସହପାଠୀ
ସୁବର୍ଣ୍ଣପୁର: ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ମାଡ଼ । ବିଧା, ଗୋଇଠା ସହ ଚାପୁଡା । ସୋସିଆଲ ମିଡିଆରେ ଭାଇରାଲ ଭିଡିଓ । ସୁବର୍ଣ୍ଣପୁର ଜିଲ୍ଲାର ବିଦ୍ୟାଳୟରୁ ଆସିଛି ଅମାନବୀୟ ଭିଡିଓ । ଜଣେ ନବମ ଶ୍ରେଣୀ ଛାତ୍ରକୁ…
ସୁବର୍ଣ୍ଣପୁର: ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ମାଡ଼ । ବିଧା, ଗୋଇଠା ସହ ଚାପୁଡା । ସୋସିଆଲ ମିଡିଆରେ ଭାଇରାଲ ଭିଡିଓ । ସୁବର୍ଣ୍ଣପୁର ଜିଲ୍ଲାର ବିଦ୍ୟାଳୟରୁ ଆସିଛି ଅମାନବୀୟ ଭିଡିଓ । ଜଣେ ନବମ ଶ୍ରେଣୀ ଛାତ୍ରକୁ…
ଭୁବନେଶ୍ୱର : ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବଣ୍ଟନ କର ୟୁନିଫର୍ମ । ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଏଭଳି ନିର୍ଦ୍ଦେଶ ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପୂର୍ବ ଶିକ୍ଷାବର୍ଷରେ ପୋଷାକ ଦେବାରେ ହୋଇଥିଲା…
ପୁରୀ : ଆଜି ପବିତ୍ର ଶ୍ରୀରାମନବମୀ । ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ହୋଇଥାଏ । ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ…
ଭୁବନେଶ୍ୱର : ଉଚ୍ଚସ୍ତରୀୟ ବୈଠକରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…
ପିପିଲି: ପିପିଲିରେ ମାତିଲେ ମୁଖା ପିନ୍ଧା ଲୁଟେରା । କଣାସ ଗୋଲରା ଗାଁରେ ୩ ମୁଖା ପିନ୍ଧା ଲୁଟେରା ଆତଙ୍କ ଖେଲାଇଛନ୍ତି । ଘରେ ପଶି ମହିଳାଙ୍କୁ ହାଣିଲେ । ବିଳମ୍ବିତ ରାତିରେ ଘରୁ ଲୁଟିନେଲେ ୩ ଲକ୍ଷ ଟଙ୍କା ଓ…
ଭୁବନେଶ୍ୱର: ଏକ୍ସସାଇଜ୍ ଡ୍ୟୁଟି ହ୍ରାସ୍ ପାଇଁ ପିଏମ ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ଥିରତା ଓ ଜନ କଲ୍ୟାଣ ପାଇଁ ଭାରତ ସରକାରଙ୍କ ପ୍ରତିବଦ୍ଧତାକୁ ଏହା…
ନୂଆଦିଲ୍ଲୀ: ଗୁରୁବାର ସକାଳେ ଆନ୍ଧ୍ର ପ୍ରଦେଶର ମାର୍କାପୁରମ୍ ଜିଲ୍ଲାରେ ଏକ ଘରୋଇ ଟ୍ରାଭେଲ୍ସ ବସ୍ ଏକ ଟିପ୍ପର ଟ୍ରକ ସହିତ ଧକ୍କା ହୋଇ ନିଆଁ ଲାଗିଯିବାରୁ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ସକାଳ ପ୍ରାୟ ୬ଟାରେ ହରିକୃଷ୍ଣ ଟ୍ରାଭେଲ୍ସର ବସ୍ଟି ତେଲେଙ୍ଗାନାର…
ନୂଆଦିଲ୍ଲୀ: ଆଜିର ସମୟରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। କିନ୍ତୁ ଏହା ସହିତ ଜଡିତ ସମସ୍ୟା ଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି ଆକାଉଣ୍ଟ, ଅନଲାଇନ୍ ଠକେଇ ଏବଂ ମହିଳା ଏବଂ ଶିଶୁଙ୍କ…
ବାଂଲାଦେଶ : ବାଂଲାଦେଶର ରାଜବାରୀ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ପଦ୍ମା ନଦୀକୁ ଖସିପଡିଛି। ଦୁର୍ଘଟଣାରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନେକ ଲୋକ ଆହତ ଏବଂ ନିଖୋଜ…
ନୂଆଦିଲ୍ଲୀ: ମିସାଇଲ୍ ମାଡ଼ରେ ଭାରତୀୟଙ୍କ ମୃତ୍ୟୁ । ୟୁଏଇର ରାଜଧାନୀ ଆବୁଧାବିରେ ଏକ ବଡ଼ ଧରଣର ମିସାଇଲ୍ ଆକ୍ରମଣ । ଏକ ବାଲିଷ୍ଟିକ ମିସାଇଲକୁ ଆକାଶମାର୍ଗରେ ଧ୍ୱଂସ କରାଯାଇଥିଲା, କିନ୍ତୁ ଏହାର ଭଙ୍ଗା ଅଂଶ ସ୍ୱେହାନ ଷ୍ଟ୍ରିଟ୍ ରେ ପଡ଼ିବାରୁ ଜଣେ…