2026

ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ବ୍ରେକ ସିଷ୍ଟମ ଫେଲ୍ ଯୋଗୁଁ ଦୁର୍ଘଟଣା

ଜମ୍ମୁ କଶ୍ମୀର : ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋ ବିମାନ ଲାଣ୍ଡିଂ ସମୟରେ ଦୁର୍ଘଟଣାର ଶିକାର ହୋଇଛି । ବିମାନ ପାର୍କିଂ ପାଇଁ ଯାଉଥିବା ବେଳେ ବ୍ରେକ ସିଷ୍ଟମ ଫେଲ୍ ହୋଇଯାଇଥିଲା । ଫଳରେ ବିମାନଟି ରୋକିହୋଇନଥିଲା । ପାର୍କିଂ ବେଳେ…

ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଇମେଜିଂ ସାଟେଲାଇଟ୍ EOS-05

ନୂଆଦିଲ୍ଲୀ: ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ । ମହାକାଶ କ୍ଷେତ୍ରରେ ଭାରତକୁ ମିଳିଛି ଆଉ ଏକ ବଡ଼ ସଫଳତା । ଶୁକ୍ରବାର ଭୋର ୨ଟା ୫୫ ମିନିଟ୍ ରେ ଇସ୍ରୋର GSLV-F17 ରକେଟ୍ ମହାକାଶକୁ ସଫଳତାର…

ବେଲୁଚିସ୍ତାନରେ BLAର ଆକ୍ରମଣ, ପାକ୍ ସେନାର ୨୫ ଯବାନ ନିହତ

ନୂଆଦିଲ୍ଲୀ: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ଦୁଇଟି ବଡ଼ ଆକ୍ରମଣକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହି ଦୁଇଟି ଆକ୍ରମଣର ଦାୟିତ୍ୱ ନେଇଛି ବେଲୁଚିସ୍ତାନ ଲିବରେସନ୍ ଆର୍ମି, ଅର୍ଥାତ୍ BLA । BLAର ଦାବି ଅନୁସାରେ, ଆକ୍ରମଣରେ ୨୫ ଜଣ ପାକିସ୍ତାନୀ…

ସ୍କୁଲରେ ପ୍ରଧାନଶିକ୍ଷୟିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ନ୍ୟାୟ ନମିଳିଲେ ପାଠପଢା ବନ୍ଦ ଚେତାବନୀ

କେନ୍ଦ୍ରାପଡ଼ା: ସ୍କୁଲ ଭିତରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ସହ ଅସଦାଚରଣ । କେନ୍ଦ୍ରାପଡ଼ା ସଦର ଥାନା କଂସାର-ସାହସପୁର ନୋଡାଲ ହାଇସ୍କୁଲରୁ ଆସିଛି ଏପରି ଅଭିଯୋଗ । ଏନେଇ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସହ ସମସ୍ତ ଶିକ୍ଷକ ସଂଘ ସଦର ଥାନାରେ ଅଭିଯୋଗ…

ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା, ସ୍କୁଲ ଯିବା ବେଳେ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା

ଭୁବନେଶ୍ୱର : ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ​ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଯାଏଁ ସହାୟତା । ମଧ୍ୟାହ୍ନ ଭୋଜନ ଜନିତ ଅସୁସ୍ଥତା କିମ୍ବା…

ଷ୍ଟେସନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, କର୍ମଚାରୀ ଗିରଫ

ରାଉରକେଲା: ରାଉରକେଲାରେ ପୁଣି ଲଜ୍ଜା । ରାଉରକେଲା ରେଳ ଷ୍ଟେସନ ପରିସରରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । କନଫର୍ମ ଟିକେଟ୍ ବାହାନାରେ ଯୁବତୀଙ୍କୁ ଭାଲ୍ ଭ ରୁମ୍ ରେ ଦୁଷ୍କର୍ମ । ରେଳ କର୍ମଚାରୀ…

ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଶାସନିକ ସେବାର ୧୪ ଅଧିକାରୀଙ୍କୁ IAS ପଦୋନ୍ନତି

ଭୁବନେଶ୍ୱର : ୧୪ OAS ଅଧିକାରୀଙ୍କୁ IAS ପଦୋନ୍ନତି । ଓଡ଼ିଶା ପ୍ରଶାସନିକ ସେବାର ୧୪ ଜଣ ଅଧିକାରୀଙ୍କୁ IASକୁ ପଦୋନ୍ନତି ମିଳିଛି। ଏନେଇ କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ-DoPT ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୫…

ଏକା ଦିନେ ଓପିଏସ୍‌ସିର ଦୁଇଟି ପରୀକ୍ଷା ; ଦ୍ବନ୍ଦ୍ବରେ ପରୀକ୍ଷାର୍ଥୀ

ଭୁବନେଶ୍ବର : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏସ୍‌) ମୁଖ୍ୟ ପରୀକ୍ଷା ଏବଂ ଓଡ଼ିଶା ଏଗ୍ରିକଲଚର ଇଞ୍ଜିନିୟରିଂ ସର୍ଭିସ୍‌ (ଓଏଇଏସ୍‌)ର ସହକାରୀ ଏଗ୍ରିକଲଚର୍‌ ଇଞ୍ଜିନିୟରିଂ ପଦ ପାଇଁ ପ୍ରିଲିମନାରୀ ପରୀକ୍ଷା ଗୋଟିଏ ଦିନରେ ରହିଛି।…

ଗଛରେ ପିଟି ହେଲା ବସ୍: ଡ୍ରାଇଭର ମୃତ, ୨୫ ଗୁରୁତର

ନୟାଗଡ : ଗଛରେ ପିଟି ହେଲା ବସ୍ । ବାଉଅଁଶିଆପଡା ନିକଟରେ ଗଛରେ ପିଟିଲା ଏକ ଘରୋଇ ବସ୍ । ବସ୍ ଭୂବନେଶ୍ବରରୁ ନୟାଗଡ ଆସୁଥିଲା । ଜଣେ ମୃତ ୨୫ରୁ ଅଧିକ ଗୁରୁତର । ସମସ୍ତ ଗୁରୁତର ନୟାଗଡ ମେଡିକାଲରେ…

ଏଫସିଆଇ ଉଠାଉନି ଚାଉଳ, ଭରା ସଭାରେ ଯୋଗାଣ ମନ୍ତ୍ରୀଙ୍କ କ୍ଷୋଭ

ଭୁବନେଶ୍ୱର : ଏଫସିଆଇ ଚାଉଳ ଉଠାଉନଥିବାରୁ ରାଜ୍ୟ ଯୋଗାଣ ନିଗମର ୪୭ ତମ ବାର୍ଷିକ ଉତ୍ସବରେ ଭାରତୀୟ ଖାଦ୍ୟ ନିଗମ ମହାପ୍ରବନ୍ଧକଙ୍କ ଆଗରେ କ୍ଷୋଭ ବ୍ୟକ୍ତ କରିଥିଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଥିଲେ ନିର୍ଦ୍ଦିଷ୍ଟ ପରିମାଣର ଚାଉଳ ଉଠାଇବାକୁ ଏଫସିଆଇ ଟାର୍ଗେଟ…