ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶାଂସା କଲେ ମୋଦି, ମିଳିଲା ବଡ଼ ରାଜନୈତିକ ସମର୍ଥନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନ୍ମଦିନର ଶୁଭେଛା ଜଣାଇ ସୋସିଆଲ ମିଡିଆ X ରେ ଲେଖିଛନ୍ତି ”ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା…