ବିକ୍ଷୋଭକାରୀଙ୍କ ଉପରେ ଆକ୍ରମଣ ବନ୍ଦ ନ କଲେ ହସ୍ତକ୍ଷେପ କରିବୁ: ଇରାନକୁ ଚେତାବନୀ ଦେଲେ ଟ୍ରମ୍ପ
ୱାଶିଂଟନ: ଡଲାର ତୁଳନାରେ ଇରାନ ମୁଦ୍ରା ରିଆଲର ବିନିମୟ ମୂଲ୍ୟ ସବୁଠାରୁ ନିମ୍ନସ୍ତରରେ ପହଞ୍ଚିଥିବାରୁ ଇରାନରେ ବିଗତ କିଛି ଦିନ ହେଲା ଜୋରଦାର ବିକ୍ଷୋଭ ପ୍ରଦର୍ଶିତ ହେଉଛି। ବିକ୍ଷୋଭକାରୀଙ୍କୁ ଦମନ କରିବାକୁ ଇରାନ ସେନା ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏଥିରେ…