କେରଳମ୍ ଛୁଇଁଲା ମୌସୁମୀ, ଏଥର ୮ ଦିନ ବିଳମ୍ବ
କେରଳମ : କେରଳମ୍ ଛୁଇଁଲା ମୌସୁମୀ । ନିର୍ଦ୍ଧାରିତ ସମୟରେ କେରଳମ୍ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ମେ’ ୨୬ରେ…
କେରଳମ : କେରଳମ୍ ଛୁଇଁଲା ମୌସୁମୀ । ନିର୍ଦ୍ଧାରିତ ସମୟରେ କେରଳମ୍ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ମେ’ ୨୬ରେ…
କୋଲକତା : ପଶ୍ଚିମବଙ୍ଗରେ ଟିଏମସିର କ୍ଷମତା ଯିବା ପରେ ଏହାର ପ୍ରଭାବ ସୌରଭ ଗାଙ୍ଗୁଲିଙ୍କ ସୁରକ୍ଷା ଉପରେ ପଡ଼ିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବିଜେପି ସରକାର ଆସିବା ପରେ ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ଗାଙ୍ଗୁଲିଙ୍କ ସୁରକ୍ଷାକୁ Z+…
ପାଟନା : ହସ୍ପିଟାଲର ଆଇସିୟୁରେ ଅଗ୍ନିକାଣ୍ଡ ଘଟି ଚାଲିଗଲା ୧୦ ଜଣଙ୍କ ଜୀବନ। ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ବିହାରର ମୁଜାଫରପୁର ଜିଲ୍ଲାର ପ୍ରସାଦ ହସ୍ପିଟାଲର ଆଇସିୟୁରେ ଅଗ୍ନିକାଣ୍ଡ ଘଟିଥିଲା। ସକାଳ ୯:୩୦ ସୁଦ୍ଧା ୧୦ ଜଣଙ୍କର ମୃତ୍ୟୁ ହୋଇଥିବା…
ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର ପ୍ରାର୍ଥୀକୁ ଘୋଷଣା କରିଛି ବିଜେପି। ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି।…
ଠାକୁରମୁଣ୍ଡା:ଅନୁଗୁଳର ଦୁର୍ଦ୍ଧାନ୍ତ ନରହନ୍ତା ଦନ୍ତା ହାତୀକୁ ସାତକୋଶିଆ ବନ୍ୟପ୍ରାଣୀ ରେଞ୍ଜ ଅଞ୍ଚଳରେ ଛଡାଯିବା ଖବର ପରେ ,ରେଞ୍ଜ ଅଫିସ ଘେରାଉ କଲେ ସ୍ଥାନୀୟ ଲୋକେ।ଅନୁଗୁଳ ଜିଲ୍ଲାରେ ଆତଙ୍କ ସୃଷ୍ଟି କରିଥିବା ମଣିଷ ମରା ଦୁର୍ଦ୍ଧାନ୍ତ ଦନ୍ତା ହାତୀକୁ ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ…
ଦେବଗଡ : ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଚଢେଇମରା ଗ୍ରାମ ଜଙ୍ଗଲରୁ ଆଜି ଜଣେ ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣକ ଚଢେଇମରା ଗ୍ରାମର ଚାଷୀ ପ୍ରଫୁଲ୍ଲ ବେହେରା (୫୫) ବୋଲି ଜଣାପଡିଛି। ହାତୀ…
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ କେରଳମ୍ ଏବଂ ତାମିଲନାଡୁର କିଛି ଅଞ୍ଚଳକୁ ଛୁଇଁବା ସମ୍ଭାବନା ରହିଛି। ଏନେଇ ବୁଧବାର ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ବିଭାଗ ପକ୍ଷରୁ କୁହାଯାଇଛି, ମୌସୁମି ବାୟୁ ଦକ୍ଷିଣ-ପଶ୍ଚିମ…
ନୟାଗଡ଼ : ଘର ପଛପଟୁ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର। ମୃତକ ହେଲେ ନୟାଗଡ଼ ଦଶପଲ୍ଲା ଥାନା ଘୋଳାହାଣ୍ଡି ଗାଁର ନିରୁପମା ସ୍ୱାଇଁ । ନିରୁପମା ଗୁଟୁଖା ଆଣିବାକୁ ଗତକାଲି ରାତିରେ ଗାଁ ଦୋକାନକୁ ଯାଇଥିଲେ। ବିଳମ୍ବ ହେବାରୁ ପରିବାର…
ରାଜନଗର: ନଦୀରେ ଗାଧୋଇବା ବେଳେ ଆକ୍ରମଣ କଲା କୁମ୍ଭୀର । କୁମ୍ଭୀର ସହ ଲଢ଼ି ଜୀବନ ବଞ୍ଚାଇଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ବାଲିଚନ୍ଦ୍ରପୁର ଗାଁର କ୍ଷମାନିଧି ଦାସ । ବନବିଭଗ ପକ୍ଷରୁ ନିର୍ମାଣ ବ୍ରାହ୍ମଣୀ ନଦୀରେ ହୋଇଥିବା ଗାଧୁଆ ତୁଠରେ…
ଭୁବନେଶ୍ୱର : କଡ଼ାକଡ଼ି ହେଲା ଓଡ଼ିଶାର ତଟ ସୁରକ୍ଷା । ପଶ୍ଚିମବଙ୍ଗ- ବାଂଲାଦେଶ ସୀମାରେ ସୁରକ୍ଷା ବଢ଼ିବା ପରେ ଓଡ଼ିଶାର ତଟ ସୁରକ୍ଷାକୁ ଆହୁରି କଡ଼ାକଡ଼ି କରାଯାଇଛି । ବାଂଲାଦେଶୀଙ୍କ ଉପରେ ରହିଛି ପୋଲିସର ନଜର । ଅନୁପ୍ରବେଶ ରୋକିବା ଦିଗରେ…