ହୋମଗାର୍ଡ ନିଯୁକ୍ତିରେ ପାତର ଅନ୍ତର; ଏସପି ଅଫିସ ଆଗରେ ବିକ୍ଷୋଭ
ଭଦ୍ରକ: ଭଦ୍ରକ ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତିର ଫାଇନାଲ ଲିଷ୍ଟ ଗତକାଲି ରାତିରେ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ଉତୀର୍ଣ୍ଣ ହୋଇ ନ ଥିବା ଛାତ୍ରଛାତ୍ରୀ ମାନେ ଆଜି ଭଦ୍ରକ ଆରକ୍ଷୀ ଅଧକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ନାରାବାଜି ଦେବା ସହ…