ବାଂଲାଦେଶରେ ପୁଣି ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା
ନୂଆଦିଲ୍ଲୀ: ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ଯାହାକି ଦେଶରେ ଗତ ୨୪ ଘଣ୍ଟାରେ ଦ୍ଵିତୀୟ ଘଟଣା। ମୃତକ ଶରତମଣି ଚକ୍ରବର୍ତ୍ତୀ(୪୦) ବୋଲି ଜଣାପଡିଛି। ସୋମବାର ରାତି ପ୍ରାୟ ୧୦ଟା ସମୟରେ ନରସିଙ୍ଗଡି ଜିଲ୍ଲାରେ ଶରତମଣିଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ…