ଚିଲିକାର ସୁରକ୍ଷା ଓ ପୁନରୁଦ୍ଧାର ପ୍ରସଙ୍ଗରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର : ନୂଆରୂପ ପାଇବ ଚିଲିକା । ଚିଲିକାର ଡେଭଲପମେଣ୍ଟ କରାଯିବ ସହ ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଉପସ୍ଥିତ ଥିଲେ ପୁରୀ ସାଂସଦ…