ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ଛାତ୍ରଛାତ୍ରୀଙ୍କ ବିରୋଧରେ ସମସ୍ତ FIR ରଦ୍ଦ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ : ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ଗତ ଜୁଲାଇ ମାସରେ ହୋଇଥିବା ଦେଶବ୍ୟାପୀ ଆନ୍ଦୋଳନରେ ପୁଲିସ ଅନେକ ଛାତ୍ରଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିଲା । ଏହି ସମସ୍ତ ମାମଲା ଖାରଜ କରିବାକୁ ମଙ୍ଗଳବାର ମାନ୍ୟବର ସୁପ୍ରିମକୋର୍ଟ କେନ୍ଦ୍ର…