ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ହେଗ୍ କୋର୍ଟର ରାୟକୁ ଭାରତର ପ୍ରତ୍ୟାଖ୍ୟାନ
ନୂଆଦିଲ୍ଲୀ:ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ହେଗ୍ସ୍ଥିତ ମଧ୍ୟସ୍ଥତା କୋର୍ଟ ଦେଇଥିବା ରାୟକୁ ଭାରତ ସ୍ପଷ୍ଟ ଭାବେ ପ୍ରତ୍ୟାଖ୍ୟାନ କରିଛି। ଭାରତର କହିବା ଅନୁଯାୟୀ, ଏହି ତଥାକଥିତ ମଧ୍ୟସ୍ଥତା କୋର୍ଟର ଭାରତର ସାର୍ବଭୌମ ନିଷ୍ପତ୍ତି ଉପରେ କୌଣସି ଅଧିକାର ନାହିଁ। ଚୁକ୍ତିନାମା ସ୍ଥଗିତ…