ନାଳକୁ ଖସି ପଡ଼ିଲା ବାଇକ, ସ୍ତ୍ରୀ ମୃତ, ବର୍ତ୍ତିଲେ ବାପ-ପୁଅ
ଯାଜପୁର: ଯାଜପୁର ଦୁଧେଇ ନାଳରେ ବାଇକ ସହ ଖସି ପଡ଼ିଲେ ଦମ୍ପତି । ଦୁର୍ଘଟଣାରେ ସ୍ତ୍ରୀ ମୃତ । ଅଳ୍ପକେ ବର୍ତ୍ତିଲେ ବାପ ଓ ୩ ବର୍ଷର ପୁଅ । ଗତକାଲି ବିଳମ୍ବିତ ରାତିରେ ଯାଜପୁର ସଦର ଥାନା ଅଧୀନ ଶିବା…
ଯାଜପୁର: ଯାଜପୁର ଦୁଧେଇ ନାଳରେ ବାଇକ ସହ ଖସି ପଡ଼ିଲେ ଦମ୍ପତି । ଦୁର୍ଘଟଣାରେ ସ୍ତ୍ରୀ ମୃତ । ଅଳ୍ପକେ ବର୍ତ୍ତିଲେ ବାପ ଓ ୩ ବର୍ଷର ପୁଅ । ଗତକାଲି ବିଳମ୍ବିତ ରାତିରେ ଯାଜପୁର ସଦର ଥାନା ଅଧୀନ ଶିବା…
ଜୟପୁର: ବଡ଼ପଡ଼ା ନଦୀରେ ୧୦ ଫୁଟିଆ କୁମ୍ଭୀର । ମାଲଦା ଓ ଆଖପାଖ ଅଞ୍ଚଳବାସୀ ଭୟଭୀତ। ଜୟପୁର ସଦର ବ୍ଲକ ଜୟନ୍ତୀଗିରି ପଞ୍ଚାୟତ ମାଲଦା ଗାଁ ନିକଟସ୍ଥ ବଡ଼ପଡ଼ା ନଦୀରେ କୁମ୍ଭୀର ଦେଖି ଲୋକେ ଆତଙ୍କିତ ହୋଇଛନ୍ତି । ପୂର୍ବାହ୍ନ ପ୍ରାୟ…
ଭୁବନେଶ୍ୱେର : ଓଡ଼ିଶା କ୍ୟାଡରର ବରିଷ୍ଠ IPS ଅଧିକାରୀ ତଥା କ୍ରାଇମବ୍ରାଞ୍ଚ IG ଶେଫିନ୍ ଅହମ୍ମଦଙ୍କ ପରଲୋକ । କେରଳର ତିରୁବନନ୍ତପୁରମସ୍ଥିତ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଶେଫିନ୍ ଅହମ୍ମଦ ୨୦୦୩ ବ୍ୟାଚ୍ ର…
ନବରଙ୍ଗପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବାରୁ ସମ୍ଭାବ୍ୟ ଜଳ ନିଷ୍କାସନକୁ ନେଇ ଆଗୁଆ ସତର୍କତା ଜାରି କରାଯାଇଛି। ଇନ୍ଦ୍ରାବତୀ ପ୍ରକଳ୍ପ ପ୍ରଶାସନ ପକ୍ଷରୁ ମାଇକ୍ ଯୋଗେ ତଳିଆ ଅଞ୍ଚଳବାସୀଙ୍କୁ ସଚେତନ କରାଯାଉଛି। ଉପରମୁଣ୍ଡରେ ଲଗାଣ…
କୁଚିଣ୍ଡା: ଲଗାଣ ବର୍ଷା ନେଲା ନିଷ୍ପାପ ଶିଶୁର ଜୀବନ । ମାଟି କାନ୍ଥ ଭୁଶୁଡ଼ି ପଡ଼ିବାରୁ କାନ୍ଥ ତଳେ ଚାପି ହୋଇ ୩ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଗୋବିନ୍ଦପୁର ନ୍ୟୁ କଲୋନୀର ଦୁଃଖଦ ଘଟଣା…
ଭୁବନେଶ୍ୱର: ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ୱଚ୍ଛ ଓ ନିର୍ଭୁଲ ଏବଂ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର ତାଲିକାରେ ଥିବା ତ୍ରୁଟି ଗୁଡିକୁ ଦୂର କରିବା ଲକ୍ଷ୍ୟରେ ରାଜ୍ୟରେ ଏକ ବିଶେଷ ପାଇଲଟ୍…
ଭୁବନେଶ୍ୱର: ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା। ଶିଶୁବାଟିକା-୩ରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ବିଦ୍ୟାଳୟରେ ହେବ ପରୀକ୍ଷା। ସମେଟିଭ-୧ ପରୀକ୍ଷା ଠିକ ସମୟରେ କରିବାକୁ DEO ମାନଙ୍କୁ ଦିଆଯାଇଛି ନିର୍ଦ୍ଦେଶ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ…
ଢେଙ୍କାନାଳ: ଓଡ଼ିଶାର ତୃତୀୟ ଚାଉଳ ATM (Grain ATM) ଢେଙ୍କାନାଳ ଜିଲ୍ଲାରେ ଉଦ୍ଘାଟିତ ହୋଇଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ହିତାଧିକାରୀଙ୍କୁ ୨୪ ଘଣ୍ଟା ସେବା ଯୋଗାଇବ ଚାଉଳ…
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ADC ଭାବେ ଭିନ୍ନ ପରିଚୟ ସଷ୍ଟି କରିଥିବା ମେଜର ରିଷଭ ସିଂ ସମ୍ବାଲ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ରିଷଭ ବ୍ୟକ୍ତିଗତ କାରଣ ଦର୍ଶାଇ ଭାରତୀୟ ସେନାରୁ ସମୟପୂର୍ବ…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦି ଉଜବେକିସ୍ତାନର ଦୁଇ ଦିନିଆ ଗସ୍ତ ସମୟରେ ରାଷ୍ଟ୍ରପତି ଶୌକତ ମିର୍ଜିୟୋୟେଭ୍ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । ସମ୍ମାନ ପାଇବା ପରେ…