ପୋଲିସ ହାଉସିଂ ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍ , ବାବୁଙ୍କ ଘରୁ ମିଳିଲା ୧ କେଜି ୧୪୦ ଗ୍ରାମ ସୁନା

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର । OPHWC ଅଧିକାରୀଙ୍କ ୨୯ ପ୍ଲଟ୍ ରହିଛି । ଜଟଣୀ ବ୍ରହ୍ମପୁର ଓ ଅନ୍ୟ ସ୍ଥାନରେ ରହିଛି ୨୯ଟି ପ୍ଲଟ । ଭୁବନେଶ୍ବର କଳଙ୍ଗ ବିହାରରେ ରହିଛି ଦୁଇଟି ଘର ।…

ସ୍ତ୍ରୀକୁ ପିଟିପିଟି ହତ୍ୟା, ଅଭିଯୁକ୍ତକୁ ବାନ୍ଧିଲା ପୁଲିସ

ଭୁବନେଶ୍ୱର : ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ । ଗିରଫ ହେଲା ପତ୍ନୀହନ୍ତା ସ୍ବାମୀ ଗିରଫ । ବଡଗଡ ଥାନା ବାଙ୍କୁଆଳରେ ଘଟିଛି ହତ୍ୟାକାଣ୍ଡ । ଅଭିଯୁକ୍ତ ତଥା ବ୍ୟବସାୟୀ ସୁଶାନ୍ତ ସ୍ୱାଇଁ ଗିରଫ…

ଜଳିଗଲେ ମହିଳା ସ୍ବାସ୍ଥ୍ୟକର୍ମୀ, ସ୍ବାମୀ ଗୁରୁତର

ବଲାଙ୍ଗିର: ଜଳିଗଲେ ମହିଳା ସ୍ବାସ୍ଥ୍ୟକର୍ମୀ । ଉଦ୍ଧାର କରିବାକୁ ଯାଇ ସ୍ବାମୀ ଗୁରୁତର ହୋଇଛନ୍ତି । ବଲାଙ୍ଗିର ଜିଲ୍ଲା ରାମଚନ୍ଦ୍ରପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ରର ଜଣେ ମହିଳା ସ୍ୱାସ୍ଥ୍ୟକର୍ମୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଗତକାଲି ରାତିରେ ଶୋଇଥିବା ବେଳେ ହଠାତ୍ ମହିଳାଙ୍କ ଦେହରେ…

ଲିଟର ପିଛା ୧୦ ଟଙ୍କା ବଢ଼ିଲା ଖାଇବା ତେଲର ମୂଲ୍ୟ

ଭୁବନେଶ୍ୱର : ରାଜ୍ୟରେ ବଢ଼ିଛି ଖାଇବା ତେଲର ମୂଲ୍ୟ । ପାମ୍ ତେଲ ଠାରୁ ଆରମ୍ଭ କରି ସୂର୍ଯ୍ୟମୁଖୀ ତେଲ ଓ ସୋରିଷ ତେଲ ପ୍ରମୁଖର ମୂଲ୍ୟ ବଢ଼ିଛି । ଇଣ୍ଡୋନେସିଆ ସରକାର ଅନ୍ତର୍ଜାତୀୟ ବଜାରରେ ସବୁଠାରୁ ଅଧିକ ପାମ ତେଲ ଉତ୍ପାଦନ…

ହୋଟେଲରୁ ଆଇପିଏଲ୍‌ରେ କାର୍ଯ୍ୟରତ ବ୍ରଡକାଷ୍ଟ ଇଞ୍ଜିନିୟରଙ୍କ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ: ମାର୍ଚ୍ଚ ୨୮ ତାରିଖରୁ ଆଇପିଏଲର ନୂଆ ସିଜିନ୍ ଆରମ୍ଭ ହୋଇଛି।  ଏହି ସମୟରେ ଟୁର୍ଣ୍ଣାମେଣ୍ଟ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟ ପାଇଁ ବ୍ରଡକାଷ୍ଟ ଇଞ୍ଜିନିୟର ଭାବରେ କାମ କରୁଥିବା ଜଣେ ବ୍ରିଟିଶ ନାଗରିକଙ୍କ ମୃତ୍ୟୁ…

ମାସୁଦ ଆଝାରର ବଡ ଭାଇ ମହମ୍ମଦ ତାହିର ଅନୱରର ମୃତ୍ୟୁ, କାରଣ ଅସ୍ପଷ୍ଟ

ଇସଲାମାବାଦ : ପାକିସ୍ତାନରୁ ମଙ୍ଗଳବାର ଏକ ବଡ ଖବର ସାମ୍ନାକୁ ଆସିଛି। ଆତଙ୍କବାଦୀ ସଙ୍ଗଠନ ଜୈଶ-ଏ-ମହମ୍ମଦର ମୁଖ୍ୟ ମାସୁଦ ଆଝାରର ବଡ ଭାଇ ମହମ୍ମଦ ତାହିର ଅନୱରର ମୃତ୍ୟୁ ଘଟିଛି। ମାତ୍ର କେଉଁ କାରଣରୁ ତା’ର ମୃତ୍ୟୁ ଘଟିଛି ତାହା ଅସ୍ପଷ୍ଟ…

ଇରାନ ସହ ଯୁଦ୍ଧ ଶେଷ କରିବାକୁ ପ୍ରସ୍ତୁତ: ଡୋନାଲଡ ଟ୍ରମ୍ପ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛନ୍ତି। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ କହିଛନ୍ତି ଯେ ସେ ଇରାନ ସହିତ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତୁତ ।  ଯଦିଓ ହର୍ମୁଜ୍ ପ୍ରଣାଳୀ ବନ୍ଦ…

କଲୋନୀରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜୀବନ୍ତ ଦଗ୍ଧ

ସୁରତ : ଗୁଜରାଟ ସୁରତ ଜିଲ୍ଲାରେ ଲିମ୍ବାୟତ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ । ଏକ କଲୋନୀରେ ନିଆଁ ଲାଗିବା ଯୋଗୁଁ ଗୋଟିଏ ପରିବାରର ୫ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ସୂଚନା ମିଳିବା ପରେ ପୋଲିସ ଏବଂ ଅଗ୍ନିଶମ ଟିମ୍ ନିଆଁକୁ…

କ୍ୟାନ୍ସର ଚିକିତ୍ସାରେ ନୂଆ ସମ୍ଭାବନା, ମାତ୍ର ୫ ଦିନରେ ବ୍ରେନ ଟ୍ୟୁମର ଭଲ କଲା ନୂଆ ଔଷଧ

ନୂଆଦିଲ୍ଲୀ: କ୍ୟାନ୍ସର ଚିକିତ୍ସାରେ ନୂଆ ସମ୍ଭାବନା ।  ମାତ୍ର ୫ ଦିନରେ ବ୍ରେନ ଟ୍ୟୁମର ଗାଏବ କଲା ନୂଆ ଔଷଧ। କର୍କଟ ଭଳି ମାରାତ୍ମକ ରୋଗର ଚିକିତ୍ସା କ୍ଷେତ୍ରରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଆମେରିକାର ମାସାଚୁସେଟ୍ସ ଜେନେରାଲ୍ ହସ୍ପିଟାଲର…

ବିଜେପିରେ ସାମିଲ ହେଲେ ଟେନିସ ତାରକା ଲିଆଣ୍ଡର ପେସ୍

ନୂଆଦିଲ୍ଲୀ : ପୂର୍ବତନ ଟେନିସ୍ ଖେଳାଳି ଲିଆଣ୍ଡର ପେସ୍ ବିଜେପିରେ ଯୋଗ ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ କିରନ ରିଜିଜୁ ଏବଂ ସୁକାନ୍ତ ମଜୁମଦାରଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି । ପଶ୍ଚିମବଙ୍ଗ ରାଜନୀତି ପୂର୍ବରୁ ବିଜେପି ଶିବିରରେ ସାମିଲ ହୋଇଛନ୍ତି ପୂର୍ବତନ…