ଆତଙ୍କୀ ଶବିର ଅହମ୍ମଦ ଲୋନକୁ ଗିରଫ କଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ : ଦିଲ୍ଲୀ ପୋଲିସର ସ୍ପେଶାଲ୍ ସେଲ୍ ମେଟ୍ରୋ ପୋଷ୍ଟର କେସରେ ଧରାପଡିଥିବା ମଡ୍ୟୁଲର ହ୍ୟାଣ୍ଡେଲ ଲସ୍କର-ଏ-ତୈବାର ଆତଙ୍କୀ ଶବିର ଅହମ୍ମଦ ଲୋନକୁ ଗିରଫ କରିଛି । ଲୋନ ଏହି ମଡ୍ୟୁଲରକୁ ପରିଚାଳନା କରୁଥିଲେ ଏବଂ ମେଟ୍ରୋ ପୋଷ୍ଟର ମାମଲାରେ ଗିରଫ ହୋଇଥିବା…
