ପ୍ରେମିକାଙ୍କୁ ହତ୍ୟା ପରେ ଖଣ୍ଡ ଖଣ୍ଡ କରି ଫ୍ରିଜରେ ରଖିଲେ ନେଭି ଅଫିସର
ବିଶାଖାପାଟଣା : ଦିଲ୍ଲୀ ଶ୍ରଦ୍ଧା ୱାକର ହତ୍ୟାକାଣ୍ଡର ରିପିଟ୍ । ବିଶାଖାପାଟଣାରେ ଜଣେ ବିବାହିତ ନୌସେନା କର୍ମଚାରୀ ନିଜ ପ୍ରେମିକାଙ୍କୁ ହତ୍ୟା କରିବା ପରେ ଖଣ୍ଡ ଖଣ୍ଡ କରି ଫ୍ରିଜରେ ରଖିଥିଲେ । ମୃତଦେହର କିଛି ଅଂଶ ଫ୍ରିଜରୁ ଉଦ୍ଧାର କରିଛି ପୋଲିସ…
