ପ୍ରତିବର୍ଷ ଅଗଷ୍ଟ ଚତୁର୍ଥ ଶନିବାର ପାଳିତ ହେବ ‘ଗରିମା ଦିବସ’
ଭୁବନେଶ୍ୱର: ପ୍ରତିବର୍ଷ ଅଗଷ୍ଟ ମାସର ଚତୁର୍ଥ ଶନିବାର ‘ଗରିମା ଦିବସ’ ଭାବେ ପାଳିତ ହେବ। ସମୃଦ୍ଧ ଓଡ଼ିଶା ପାଇଁ ସ୍ୱଚ୍ଛ ସହର, ସୁରକ୍ଷିତ ପରିବେଶ ଏବଂ ଯେଉଁ ଲୋକମାନେ ଏହି ସ୍ୱଚ୍ଛତାକୁ ନିଶ୍ଚିତ କରୁଛନ୍ତି। ସେମାନଙ୍କ ସୁରକ୍ଷିତ ଜୀବନ ଏକାନ୍ତ ଅପରିହାର୍ଯ୍ୟ…