ବସ୍-ପିକ ଅପ୍ ଧକ୍କା; ୧୦ ମୃତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଫଳରେ ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିବା ବେଳେ ଛିନ୍ଦୱାଡ଼ାର ନାଗପୁର ରୋଡର ସିମାରିୟା ନିକଟରେ…

୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି

ନୂଆଦିଲ୍ଲୀ: ଇରାନ ଉପରେ ଆକ୍ରମଣ ବନ୍ଦ । ୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି । ଇରାନ ଉପରେ ୧୦ ଦିନ ପାଇଁ ଆକ୍ରମଣ ସ୍ଥଗିତ ରଖିଲା ଆମେରିକା । ଏହି ସମୟ ମଧ୍ୟରେ ଇରାନର ବିଦ୍ୟୁତ ଓ ଶକ୍ତି ଭିତ୍ତିଭୂମି…

ନେପାଳ ପ୍ରଧାନମନ୍ତ୍ରୀ ଭାବେ ହିନ୍ଦୁ ରୀତିନୀତିରେ ଶପଥ ନେଲେ ବାଲେନ୍ ଶାହ, ଅଭିନନ୍ଦନ ଜଣାଇଲେ ମୋଦୀ

କାଠମାଣ୍ଡୁ: ନେପାଳ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାସନାଲ ଇଣ୍ଡିପେଣ୍ଡେଣ୍ଟ ପାର୍ଟି ନେତା ବାଲେନ ଶାହ ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ନେପାଳର ୪୭ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି।  ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ସମ୍ବିଧାନର ଧାରା…

ରାଜମହଲ ଛକରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଯୁବକ ଆତ୍ମହୁତି ଉଦ୍ୟମ କରିଛନ୍ତି। ରାଜମହଲ ଛକରେ ଯୁବକ ଜଣକ ନିଜ ଦେହରେ ନିଆଁ ଲଗାଇ ଏପରି ଉଦ୍ୟମ କରିଛନ୍ତି। ରାମନବମୀ ଉତ୍ସବ ପାଳନରେ ରାଜଧାନୀ ଚଳଚଞ୍ଚଳ ହେଉଥିବା ସମୟରେ ପ୍ରମୁଖ ଛକ…

ଘରକୁ ମାଡ଼ିଗଲା ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ୱର : ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ବଡ଼ ଅଘଟଣ ଦେଖିବାକୁ ମିଳିଛି। ରଥ ଟଣା ସମୟରେ ଜଣଙ୍କ ଘରକୁ ରଥ ମାଡ଼ି ଯାଇଛି। ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ବଡ଼ ଅଘଟଣ ଦେଖିବାକୁ ମିଳିଛି। ଆଜି ଦ୍ଵିତୀୟଦିନରେ ରଥଟଣା ଚାଲିଥିବା ସମୟରେ…

୩ଦିନିଆ ଓଡିଶା ଗସ୍ତରେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ୩ଦିନିଆ ଗସ୍ତରେ ଓଡିଶା ଆସିଛନ୍ତି ଶ୍ରୀ ଦ୍ୱିବେଦୀ। ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ ତିନି ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ ଶ୍ରୀ…

ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ କାଠ

ସୁବର୍ଣ୍ଣପୁର : ପୁରୀରେ ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ ରଥକାଠ ।  ପ୍ରଥମ ଥର ପାଇଁ ସୁବର୍ଣ୍ଣପୁରରୁ ଆସିବ ରଥ କାଠ  l  ପୁରୀ ରଥଯାତ୍ରା ପାଇଁ ରଥ ନିର୍ମାଣ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ମଲ୍ଲିକ ମୁଣ୍ଡା ଗାଁରେ ରଥକାଠ କଟାଯାଇଛି …

ମୃତ୍ୟୁର ମାସେ ପରେ ଦୁବାଇରୁ ଜନ୍ମମାଟିରେ ପହଁଚିଲା ମୃତଦେହ

ଚାନ୍ଦବାଲି :  କାମ କରିବାକୁ ଦୁବାଇ ଯାଇଥିଲେ । କାମ କରି ଟଙ୍କା ଆଣିଲେ ଘରର ଛାତ ପଡିବ ବୋଲି କହିଯାଇଥିଲେ  । ହେଲେ ଶବ ହୋଇ ଫେରିଲେ ଗାଁକୁ ।  ପାଖାପାଖି ଏକ ବର୍ଷ ହେବ ଭଦ୍ରକ ଜିଲ୍ଲା ଚାନ୍ଦବାଲି…

ରାଜ୍ୟରେ କାଳବୈଶାଖୀ ତାଣ୍ଡବ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ କିଛି ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ । ବର୍ଷା ସହ କୁଆପଥର ମାଡ଼ ହେଉଛି । ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କଟକ ଜିଲ୍ଲାରେ କୁଆପଥର ବର୍ଷା ହୋଇଛି । କାଳବୈଶାଖୀ ପ୍ରଭାବରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି…

ଖପୁରିଆରେ ରଥକାଠ ଚିରଟର ଶୁଭ ଅନୁକୂଳ

ପୁରୀ: ଆଜି ଶ୍ରୀରାମ ନବମୀରେ ରଥକାଠ ଚିରଟର ଶୁଭ ଅନୁକୂଳ ହୋଇଛି । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ହୋଇଥିବା ମାଳ, ମହାପ୍ରସାଦ ନେଇ ଏକ ଟିମ୍ କଟକ ଅଭିମୁଖେ ଯାତ୍ରା କରିଛନ୍ତି। କଟକ ଖପୁରିଆସ୍ଥିତ ସ’ ମିଲରେ ମାଳ ମହାପ୍ରସାଦ ଲାଗି…