ଆସନ୍ତା ୨୬ରୁ ଜୁନ୍ ୩୦ ଯାଏଁ +୨ ନାମଲେଖା ପାଇଁ ଆବେଦନ
ଭୁବନେଶ୍ବର:ଚଳିତ ଶିକ୍ଷାବର୍ଷ (୨୦୨୬-୨୭) ପାଇଁ + ୨ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍ ୩୦ ଯାଏଁ ଛାତ୍ରୀଛାତ୍ର ଅନଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ। ଜୁଲାଇ ୮ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ପ୍ରଥମ…
