2026

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ, ନାଏବ ସରପଞ୍ଚଙ୍କ ସ୍ୱାମୀ ଗିରଫ

ଅନୁଗୋଳ: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ ଓ ମରଣାନ୍ତକ ଆକ୍ରମଣ ଘଟଣାରେ ନାଏବ ସରପଞ୍ଚଙ୍କ ସ୍ୱାମୀ ଗିରଫ । ଅନୁଗୋଳ ଜିଲ୍ଲା କଣିଁହା ବ୍ଲକ ଅନ୍ତର୍ଗତ ବାଲିପସି ଗ୍ରାମପଞ୍ଚାୟତ ର ନାଏବ ସରପଞ୍ଚଙ୍କ ସ୍ୱାମୀ ବିଷ୍ଣୁଚରଣ ପ୍ରଧାନ ନିଶାସକ୍ତ ଅବସ୍ଥାରେ ଗ୍ରାମ…

କାଠଯୋଡ଼ି ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବାରଙ୍ଗ : ବାରଙ୍ଗରେ ପୁଣି ଚାଞ୍ଚଲ୍ୟ । ମହିଳାଙ୍କୁ ମାରି ପୋତିଦେଲେ । କାଠଯୋଡ଼ି ନଦୀ ପଠାରୁ ମିଳିଲା ଅଧା ପୋତାହୋଇଥିବା ମୃତଦେହ । ଆଜି ସକାଳେ ମୃତଦେହକୁ କୁକୁର ଖାଉଥିବାଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ମହିଳାଙ୍କର…

ଆସନ୍ତା ୨୪ ଯାଏଁ ଅପରିବର୍ତ୍ତିତ ରହିବ ପାଗ; ଗ୍ରୀଷ୍ମ ଲହରୀ ସାଙ୍ଗକୁ ଗୁଳୁଗୁଳିରୁ ମିଳିବନି ନିସ୍ତାର

ଭୁବନେଶ୍ୱର: ବୁଧବାର ଓଡ଼ିଶାର ୨୨ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଛି । ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଥିବାବେଳେ, ଉପକୂଳବାସୀଙ୍କୁ ମଧ୍ୟ ଗରମ ସହ ଗୁଳୁଗୁଳିରୁ ନିସ୍ତାର ନାହିଁ । ରାତିରେ ବି ତାତିରୁ ତ୍ରାହି ମିଳୁନି ।…

ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନାବାଳିକାଙ୍କୁ ଦୁଷ୍କର୍ମ, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ଭିତରେ ଜଣେ ମହିଳା ରହିଥିବା ସୂଚନା ରହିଛି । ମୁଖ୍ୟ ଅଭିଯୁକ୍ତର…

ଉତ୍ତରପ୍ରଦେଶ ବାନ୍ଦା ବିଶ୍ବର ସବୁଠୁ ଉତ୍ତପ୍ତ, ତାପମାତ୍ରା ୪୭ ଡିଗ୍ରି ଉପରେ

ଉତ୍ତରପ୍ରଦେଶ: ଅସହ୍ୟ ତାତିରେ ଜଳୁଛି ଦେଶର ବିଭିନ୍ନ ରାଜ୍ୟ। ୪୭.୬ ଡିଗ୍ରୀ ସେଲସିୟସ୍ ଛୁଇଁଲା ଉତ୍ତର ପ୍ରଦେଶର ବାନ୍ଦା ଜିଲା। ଉତ୍ତର ପ୍ରଦେଶର ବୁନ୍ଦେଲଖଣ୍ଡ ଅଞ୍ଚଳର ବାନ୍ଦା ଜିଲା ଚଳିତ ବର୍ଷ ଗ୍ରୀଷ୍ମ ରେକର୍ଡକୁ ଲଗାତାର ଭାଙ୍ଗିବାରେ ଲାଗିଛି।ଗତ ମାସରେ ଦ୍ୱିତୀୟ…

ନିୟନ୍ତ୍ରଣ ହରାଇବାରୁ ଜରୁରୀ ଅବତରଣ କଲା ହେଲିକପ୍ଟର, ଅଳ୍ପକେ ବର୍ତ୍ତିଲେ ଶ୍ରଦ୍ଧାଳୁ

ଉତ୍ତରାଖଣ୍ଡ : ଅଳ୍ପକେ ବର୍ତ୍ତିଲେ ବଦ୍ରିନାଥ ଦର୍ଶନ କରି ଫେରୁଥିବା ଶ୍ରଦ୍ଧାଳୁ । ବଦ୍ରିନାଥ ଦର୍ଶନ କରି ଫେରୁଥିବା ହେଲିକପ୍ଟର ଜରୁରୀ ଅବତରଣ କରିଛି । ହେଲିକପ୍ଟର ନିୟନ୍ତ୍ରଣ ହରାଇବା ବେଳେ ପାଇଲଟ ଏହାକୁ ଜରୁରୀ ଅବତରଣ କରିଛନ୍ତି । ଫଳରେ…

ସୂର୍ଯ୍ୟାସ୍ତ୍ର ରକେଟ୍ ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ : ଭାରତର ପ୍ରତିରକ୍ଷା କ୍ଷେତ୍ରକୁ ଆଉ ଏକ ବଡ଼ ଉପଲବ୍ଧି । ଓଡ଼ିଶାର ଚାନ୍ଦିପୁର ସ୍ଥିତ ସମନ୍ୱିତ ପରୀକ୍ଷଣ କେନ୍ଦ୍ର (ITR) ଠାରେ ଘରୋଇ ପ୍ରତିରକ୍ଷା ସଂସ୍ଥା ନାଇବ ଲିମିଟେଡ୍ ଦ୍ୱାରା ନିର୍ମିତ ଦୂରଗାମୀ ରକେଟ୍ ପ୍ରଣାଳୀ ‘ସୂର୍ଯ୍ୟାସ୍ତ୍ର’ ର…

ହସ୍ପିଟାଲରେ ଫାଟିଲା ଏସି: ଜଣେ ମୃତ, ୧୪ ଆହତ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଡେରାଡୁନର ଏକ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୧୪ ଜଣ ଆହତ ହୋଇଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ଗଢ଼ୱାଲ କମିଶନର ବିନୟ…

ରୋମରେ ପ୍ରଧାନମନ୍ତ୍ରୀ ମୋଦି, ଡିନର ପରେ ଜର୍ଜିଆ ମେଲୋନିଙ୍କ ସହ ଏକାଠି ବୁଲିଲେ

ନୂଆଦିଲ୍ଲୀ : ଇଟାଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ ଏବଂ ନରୱେ ଗସ୍ତ କରିବା ପରେ ଇଟାଲୀରେ ପହଞ୍ଚିନ୍ତି । ରୋମରେ ପହଞ୍ଚିବା ମାତ୍ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସେଠାରେ ଭବ୍ୟ ସ୍ୱାଗତ କରାଯାଇଛି । ରୋମରେ…

କେଦାରନାଥରେ ଭୂସ୍ଖଳନ, ଫସି ରହିଛନ୍ତି ଶତାଧିକ ଶ୍ରଦ୍ଧାଳୁ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ କେଦାରନାଥ ରୁଟରେ ଭୂସ୍ଖଳନ । ମଙ୍ଗଳବାର ରାତିରେ ପ୍ରୟାଗରାଜରେ ଭୂସ୍ଖଳନ ହେବାରୁ କେଦାରନାଥ ଯାତ୍ରା ବାଧାପ୍ରାପ୍ତ ହୋଥିଲା । ଏହା ବ୍ୟତୀତ ଫସି ରହିଥିବା ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିବା ସମେତ ପ୍ରଶାସନର ଅପରେସନ ପରେ କେଦାରନାଥ ଯାତ୍ରା…