ଗୃହରେ ବିରୋଧୀଙ୍କ ହଟଗୋଳ, ବିଧାନସଭାକୁ କଳା ପୋଷାକ ପିନ୍ଧିକି ଆସିଲେ କଂଗ୍ରେସ ଓ ବିଜେଡି ବିଧାୟକ
ଭୁବନେଶ୍ୱର: ଗୃହ ଆରମ୍ଭରୁ ବିରୋଧୀ ବିଧାୟକଙ୍କ ହଟଗୋଳ l ବିଧାନସଭାକୁ କଳା ଟି ସାର୍ଟ ପିନ୍ଧିକି ଆସିଲେ ବିରୋଧୀ । ଏସସିବି ଘଟଣାକୁ ନେଇ ଉଭୟ କଂଗ୍ରେସ ବିଜେଡି ବିଧାୟକ ଅଭିନବ ପ୍ରତିବାଦ କରିଛନ୍ତି । ଦୁର୍ବଳ ମୁଖ୍ୟମନ୍ତ୍ରୀ, ଶକ୍ତିଶାଳୀ ସ୍ଵାସ୍ଥ୍ୟ ମନ୍ତ୍ରୀ…
