ମସ୍କୋ ଯିବେନି ଜେଲେନ୍ସ୍କି
କିଏଭ୍: ଯୁଦ୍ଧ ବିରତି ପ୍ରସଙ୍ଗରେ ଆଲୋଚନା କରିବାକୁ ରୁଷ୍ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ତରଫରୁ ଯେଉଁ ଆମନ୍ତ୍ରଣ କରାଯାଇଥିଲା, ତାହାକୁ ୟୁକ୍ରେନ ରାଷ୍ଟ୍ରପତି ଭୋଲଡୋମିର ଜେଲେନ୍ସ୍କି ପ୍ରତ୍ୟାଖ୍ୟାନ କରିଥିବା ଜଣାପଡିଛି। ଗୁରୁବାର ସାମ୍ବାଦିକଙ୍କ ସହ ଆଲୋଚନା ସମୟରେ ଜେଲେନ୍ସ୍କି କହିଛନ୍ତି ଯେ…
