ବରଦାସ୍ତ କରାଯିବନି ଟ୍ରମ୍ପଙ୍କ ଜବରଦସ୍ତି : ରାସ୍ତାକୁ ଓହ୍ଲାଇଲେ ଗ୍ରୀନଲାଣ୍ଡ ବାସିନ୍ଦା
ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲାଣ୍ଡକୁ ନିଜ ଅକ୍ତିଆରକୁ ନେବାକୁ ଖୋଲାଖୋଲି ଭାବେ କହିଛନ୍ତି । ଟ୍ରମ୍ପଙ୍କ ଆକ୍ରମଣାତ୍ମକ କାର୍ୟ୍ୟ ବିରୋଧରେ ନାଟୋ ଏବଂ ୟୁରୋପୀୟ ଦେଶମାନେ ଏକଜୁଟ ହୋଇଥିବା ବେଳେ, ଗ୍ରୀନଲାଣ୍ଡର ଲୋକମାନେ ମଧ୍ୟ କ୍ଷୋଭ ପ୍ରକାଶ କରିଛନ୍ତି।…
