ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ଶୁଭ ବେଳାରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି
ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ନେଇ ସଂଶୋଧିତ ମାର୍ଗଦର୍ଶିକାରେ ମୋହର ମାରିଲା ପରିଚାଳନା କମିଟି । ରାଜ୍ୟ ସରକାରଙ୍କ ଅନୁମୋଦନ ଆସିବା ପରେ ଶୁଭ ବେଳାରେ ଗଣତି ମଣତି ଆରମ୍ଭ ହେବ । ତାରିଖ ସ୍ଥିରିକୃତ ହୋଇ…
