ଗୁଡ଼ି ସୂତାରେ କଟିଲା ଯୁବକଙ୍କ ନାକ

କଟକ: ରୌପ୍ୟ ନଗରୀରେ ଘଟିଲା ବଡ଼ ଅଘଟଣ । ଗୁଡ଼ି ସୂତା କଟିଗଲା ଯୁବକଙ୍କ ନାକ । ପୁଣି ସାମ୍ନାକୁ ଆସିଲା ଗୁଡ଼ି ସୂତା ଜନିତ ଅଘଟଣ । ରୌପ୍ୟ ନଗରୀ କଟକରେ ଗୁଡ଼ି ସୂତା ଲାଗି ବଡ଼ ଅଘଟଣ ଘଟି…

ସଚିବ ସ୍ତରୀୟ ବୈଠକ; ଆଗାମୀ ବଜେଟରେ କ’ଣ ରହିବ ଫୋକସ, ସୂଚନା ଦେଲେ ମୁଖ୍ୟ ସଚିବ…

ଭୁବନେଶ୍ୱର: ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଆଜି ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସବୁ ବିଭାଗର ସଚିବ ଉପସ୍ଥିତ ରହିଥିଲେ। ବୈଠକ ପରେ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ସେ କହିଛନ୍ତି…

ବୋମା ଖାଇ ହାତୀ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲାର ବନ୍ତଳା ଅଞ୍ଚଳରେ ଗୁରୁବାର ଦିନ ଏକ ହାତୀ କଞ୍ଚା ବୋମା ଚୋବାଇ ଦେବା ପରେ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ବନ୍ତଳା ରେଞ୍ଜ ଅନ୍ତର୍ଗତ ବାଲୁକାଟା ଗ୍ରାମର ପଥରଗଡ଼ା ସାହି ନିକଟରେ ଏହି ଘଟଣା ଘଟିଛି। ସ୍ଥାନୀୟ…

ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି; ମୋବାଇଲ ଧରି ପ୍ରବେଶ କଲେ ଭକ୍ତ

ପୁରୀ: ବାରମ୍ବାର ପୁରୀ ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି ଦେଖିବାକୁ ମିଳୁଛି । ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦବଜାର ପରିସରରେ ମୋବାଇଲ୍‌ରେ କଥା ହେଉଥିବା ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ କିପରି ଏତେ ସୁରକ୍ଷା ବଳୟକୁ ଭେଦ କରି ଶ୍ରୀମନ୍ଦିର…

‘ରକେଟ୍-କମ୍-ମିସାଇଲ୍ ଫୋର୍ସ’ ଗଠନ କରିବାକୁ ଚାହୁଛି ଭାରତ

ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂର ଏବଂ ୟୁକ୍ରେନ୍ ଓ ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏକ କ୍ଷେପଣାସ୍ତ୍ର ନବଜାଗରଣର ଆରମ୍ଭ କରିଛି। ଏହା ଅଣ-ଯୋଗାଯୋଗ ଯୁଦ୍ଧର ଯୁଗ ଏବଂ ଭାରତ ବର୍ତ୍ତମାନ ଏକ ‘ରକେଟ୍-କମ୍-ମିସାଇଲ୍ ଫୋର୍ସ’ ଗଠନ କରିବାକୁ ଚାହୁଛି। ସୀମାରେ ପାକିସ୍ତାନ ଓ ଚୀନ୍‌…

ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ, ଜାଣନ୍ତୁ ଲକ୍ଷଣ

ନୂଆଦିଲ୍ଲୀ: ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ୍‌ । ପଶ୍ଚିମବଙ୍ଗରୁ ନମୁନା ପଠାଯିବା ପରେ ପୁନେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜି ନିପା ଭାଇରସକୁ ଚିହ୍ନଟ କରିଛି। ଏହି ଭାଇରସ ମାରାତ୍ମକ, ଏବଂ ଲକ୍ଷଣ ଦେଖାଦେଲେ, ଜଣେ ବ୍ୟକ୍ତିଙ୍କୁ କୋଭିଡ-୧୯ ପରି…

ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଛନ୍ତି। କେନ୍ଦ୍ରମନ୍ତ୍ରୀ ଏଲ୍. ମୁରୁଗନଙ୍କ ଦିଲ୍ଲୀ ଘରେ ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏପରିକି କିଛି ଗାଈ ମାନଙ୍କୁ ଖାଇବାକୁ ମଧ୍ୟ ଦେଇଛନ୍ତି। ଏହି ଅବସର​‌ରେ ପ୍ରଧାନମନ୍ତ୍ରୀ…

ହବିବି ନଗରରେ ବିସ୍ଫୋରଣ, ଗୋଟିଏ ପରିବାରର ୩ ମୃତ, ୨ ଆହତ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ହଜାରିବାଗ ଜିଲ୍ଲାର ହବିବି ନଗରରେ ବିସ୍ଫୋରଣ ଯୋଗୁଁ ପରିବାରର ୩ ଜଣଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ମଧ୍ୟରେ ଜଣେ ସ୍ବାମୀ ସ୍ତ୍ରୀ ଏବଂ ଜଣେ ପିଲା ରହିଛି । ବିସ୍ଫୋରଣରେ ୨ ଜଣ ଲୋକ ଆହତ ହୋଇଛନ୍ତି…

ଭୁଲ ଇଞ୍ଜେକସନ ଦେଇ ୫୦୦ କୁକୁରଙ୍କୁ ହତ୍ୟା

ହାଇଦ୍ରାବାଦ : ଅମାନବୀୟ, ହୃଦୟବିଦାରକ, ଅବିଶ୍ବସନୀୟ । ବୁଲାକୁକୁରଙ୍କୁ ଭୁଲ ଇଞ୍ଜେକସନ ଦେଇ ମାରିଦେଲେ । ପ୍ରାଣଘାତୀ ଇଞ୍ଜେକସନରେ ୫ଶହ କୁକୁରଙ୍କ ମୃତ୍ୟୁ ହୋଇଛି । ବୁଲା କୁକୁରଙ୍କ ଠାରୁ ରକ୍ଷା ପାଇବା ପାଇଁ ଏଭଳି ନୃଶଂସ ପଦକ୍ଷେପକୁ ନେଇ ଆଲୋଡ଼ନ ସୃଷ୍ଟି…

ଭାରତୀୟଙ୍କୁ ଇରାନ ଛାଡିବାକୁ ପରାମର୍ଶ, ଭାରତୀୟ ଦୂତାବାସ ତରଫରୁ ଆଡଭାଇଜରୀ ଜାରି

ଇରାନ : ଇରାନରେ ପରିସ୍ଥିତି ବିଗିଡ଼ିବାରେ ଲାଗିଛି । ଇରାନରେ ବିରେଶଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଭାରତ ସରକାର ନିଜ ନାଗରିକ ପାଇଁ ଆଡଭାଇଜରୀ ଜାରି କରିଛି । ବିଦେଶ ମନ୍ତ୍ରଣାଳୟ ନିଜ ଆଡଭାଇଜରୀରେ କହିଛି କି, ଇରାନରେ ଥିବା ଛାତ୍ର,…