ରାଜ୍ୟରେ ବଢ଼ିଲା ଆଉ ୭ ହଜାର ବୁଥ

ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା ବୁଥ ସଂଖ୍ୟା ।  ଆଉ ୭ ହଜାର ବୁଥ ବୃଦ୍ଧି କରାଯାଇଛି ।  ପୂର୍ବରୁ ୩୬ ହଜାର ବୁଥ ଥିବା ବେଳେ ଏବେ ପ୍ରାୟ ୪୩ ହଜାର ବୁଥ କରାଯାଇଛି ।  SIR ପାଇଁ ଓଡ଼ିଶା ପ୍ରସ୍ତୁତ…

ଚିପ୍ସ ପ୍ୟାକେଟରେ ବିସ୍ଫୋରକ; ନାବାଳକର ଆଖି ନଷ୍ଟ

ଟିଟିଲାଗଡ଼ : ଛୋଟ ପିଲା ମାନଙ୍କୁ ଚିପ୍ସ ପ୍ୟାକେଟ୍ ଦେଉଛନ୍ତି କି ହୋଇଯାନ୍ତୁ ସାବଧାନ। ଚିପ୍ସ ପ୍ୟାକେଟ୍ ରୁ ବାହାରୁଥିବା ଖେଳନାରେ ବିସ୍ଫୋରଣ ଘଟି ଏକ କୁନି ପିଲାର ଆଖି ନଷ୍ଟ ହୋଇଯାଇଛି। ଏଭଳି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ…

ବିବାହ ନିଷ୍ପତ୍ତିରେ ଝିଅର ସ୍ବୀକୃତି ନିତ୍ୟାନ୍ତ ଆବଶ୍ୟକ: ହାଇକୋର୍ଟ

କଟକ: ବିବାହ କ୍ଷେତ୍ରରେ ଝିଅର ନିଷ୍ପତ୍ତି ସବୁଠୁ ଗୁରୁତ୍ବପୂର୍ଣ୍ଣ । ଏପରି କୌଣସି ନିଷ୍ପତ୍ତି ଅଭିଭାବକଙ୍କ ଦ୍ବାରା ନିଆଯିବା ପୂର୍ବରୁ ଝିଅର ଅନୁମତି ନିଆଯିବା ଉଚିତ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ…

ଜାନୁଆରୀ ୧୮ ସୁଦ୍ଧା ୪ ଲକ୍ଷ ୫୭ ହଜାର ୬୮୧ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ସୁଭଦ୍ରା କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପଡେଟ୍‌ । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି…

ଏଣିକି AI ଜଗିବ ପରୀକ୍ଷା ପ୍ରଶ୍ନପତ୍ର, ଅନ୍‌ଲାଇନ୍‌ରେ ହେବ ଯୁକ୍ତ ଦୁଇ ଖାତା ଦେଖା

ଭୁବନେଶ୍ବର: ଚଳିତ ବର୍ଷ ଅନ୍‌ଲାଇନ୍‌ ହୋଇପାରେ ଯୁକ୍ତ ୨ ପରୀକ୍ଷା ଖାତା ଦେଖା। ଏଥିପାଇଁ କଳା ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଚୂଡାନ୍ତ ପାଇଁ ବଜେଟ ଫାଇନାଲ ହୋଇନାହିଁ। ବଜେଟ ମଞ୍ଜୁର ହେଲେ ସେ ଦିଗରେ ନିଷ୍ପତ୍ତି ନିଆଯାଇପାରେ ବୋଲି ଗଣଶିକ୍ଷା…

ଝାରସୁଗୁଡ଼ା ଷ୍ଟେସନରେ ଅଗ୍ନିକାଣ୍ଡ, ରେଳ ଚଳାଚଳ ବାଧାପ୍ରାପ୍ତ

ଝାରସୁଗୁଡ଼ା: ଝାରସୁଗୁଡ଼ା ରେଳ ଷ୍ଟେସନରେ ଭୟାବହ ଅଗ୍ନିକାଣ୍ଡ । ଏସିରୁ ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିବା ସୂଚନା ରହିଛି । ସୂଚନା ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି । ଭୟଭୀତ ନହେବା…

ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ବୈଠକ; ପର୍ଯ୍ୟଟନ ପାଇଁ ସ୍ୱତନ୍ତ୍ର ଯୋଜନା କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚିଲିକାର ବିକାଶ ପାଇଁ ଏକ ସମନ୍ୱିତ ଯୋଜନା ପ୍ରସ୍ତୁତ କରାଯାଇଛି । ଚିଲିକା ଉନ୍ନୟନ କତ୍ତୃପକ୍ଷଙ୍କ ଏକ ବୈଠକରେ ଚିଲିକାର ଉନ୍ନୟନ ସମ୍ପର୍କରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଚିଲିକା ହେଉଛି ଆମ ଜୈବ ବିବିଧତାର ଏକ ଭଣ୍ଡାର ।…

ଏମ୍ସରେ ଭର୍ତ୍ତିହେଲେ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ । ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଇଛନ୍ତି ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ । ସୂଚନା ଅନୁସାରେ ଶ୍ରୀ ଧନଖଡ଼ ଅସୁସ୍ଥତା କାରଣରୁ ୨ଥର ଚେତା ହରାଇଥିଲେ । ପରେ…

ଦିଲ୍ଲୀବାସୀ ପାଇବେ କ୍ରୁଜ୍ ସେବା, ଜାନୁଆରୀ ୨୦ରେ ଯମୁନାରେ ଚାଲିବ

ନୂଆଦିଲ୍ଲୀ: ଦିଲ୍ଲୀରେ ଯମୁନା ନଦୀରେ କ୍ରୁଜ୍ ସେବା ଆରମ୍ଭ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପର୍ଯ୍ୟଟନ ମନ୍ତ୍ରୀ କପିଲ ମିଶ୍ରା କହିଛନ୍ତି ଯେ ଏହି କ୍ରୁଜର ନିର୍ମାଣ କାର୍ଯ୍ୟ ମୁମ୍ବଇରେ ପ୍ରାୟ ପୂର୍ଣ୍ଣ ହୋଇସାରିଛି ଏବଂ ଖୁବ୍ ଶୀଘ୍ର ଏହି ସେବା…

କରୁର ଦଳାଚକଟା ଘଟଣା: ସିବିଆଇ ଅଫିସ୍‌ରେ ଥଲାପତି ବିଜୟ

ନୂଆଦିଲ୍ଲୀ : ଦିଲ୍ଲୀ ସିବିଆଇ ମୁଖ୍ୟାଳୟରେ ଟିଭିକେ ମୁଖ୍ୟ ଥଲାପତି ବିଜୟ। ଅଭିନେତାରୁ ନେତା ପାଲଟିଥିବା ବିଜୟ ସିବିଆଇ ଅଫିସ୍‌ରେ ହାଜର ହୋଇଛନ୍ତି। କରୁର ଦଳାଚକଟା ଘଟଣାକୁ ନେଇ ସିବିଆଇ ବିଜୟଙ୍କୁ ଜେରା କରୁଛି। ୪ ମାସ ତଳେ ତାମିଲନାଡ଼ୁ କରୁରରେ…