ପ୍ରଧାନମନ୍ତ୍ରୀ ମୋଦୀ-ଜର୍ମାନ ଚାନସେଲରଙ୍କ ମଧ୍ୟରେ ଦ୍ୱୀପାକ୍ଷିକ ଆଲୋଚନା
ନୂଆଦିଲ୍ଲୀ: ଗାନ୍ଧୀନଗରର ମହାତ୍ମା ମନ୍ଦିର କନଭେନସନ ସେଣ୍ଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ଆଲୋଚନା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାରତ ଏବଂ ଜର୍ମାନୀ ଘନିଷ୍ଠ ସହଯୋଗୀ। ସେଥିପାଇଁ ଆଜି ଭାରତରେ…
