ନିର୍ମାଣଧିନ ପୋଲ ମାଟି ଭୁଶୁଡି ଦମ୍ପତି ମୃତ, ୧୨ ଘଣ୍ଟା ପରେ ମୃତଦେହ ଉଦ୍ଧାର
ବାଲିଗୁଡା: ୧୨ ଘଣ୍ଟା ପରେ ମାଟି ତଳୁ ଉଦ୍ଧାର ହେଲା ମୃତଦେହ । ମୁଣ୍ଡ ବିହୀନ ମୃତ ଦେହ ଉଦ୍ଧାର କଲା ରେସକ୍ୟୁ ଟିମ୍ । ଗତକାଲି କନ୍ଧମାଳ ଜିଲ୍ଲା ବାଲିଗୁଡା କଟାରିସାହି ନିକଟରେ ଥିବା ଜାଡାବାନ୍ଦା ଘାଟରେ ନିର୍ମାଣଧିନ ବ୍ରିଜରେ ମାଟି…
