୧୦୦୦ ଲିଟର ମେଣ୍ଢା ଓ ଛେଳି ରକ୍ତ ଜବତ, ଅବୈଧ କ୍ଲିନିକାଲ ଟ୍ରାଏଲ ପାଇଁ ପଠାଯାଉଥିଲା
ହାଇଦ୍ରାବାଦ : ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଅଜବ ଘଟଣା । ନୀରିହ ଜୀବଜନ୍ତୁଙ୍କ ରକ୍ତ ଅବୈଧ ଭାବେ କାରବାର ହେଉଥିବା ଖବର ମିଳିଛି । ଫଳରେ ଡ୍ରଗ କଣ୍ଟ୍ରୋଲ ଏବଂ ହାଇଦ୍ରାବାଦ ସିଟି ପୋଲିସ ବିପୁଳ ମାତ୍ରାରେ ମେଣ୍ଢା ଏବଂ ଛେଳି ରକ୍ତ…
