ଜେଲରେ ପୂର୍ବତନ ଆଇପିଏସ୍ ଅଧିକାରୀ ଅମିତାଭ ଠାକୁର ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ମେଡିକାଲରେ ଭର୍ତ୍ତ

ନୂଆଦିଲ୍ଲୀ : ଦେବରିୟା ଜିଲ୍ଲା ଜେଲରେ ବନ୍ଦୀ ଥିବା ପୂର୍ବତନ ଆଇପିଏସ ଅଧିକାରୀ ଅମିତାଭ ଠାକୁରଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ତାଙ୍କୁ ଗତକାଲି ବିଳମ୍ବିତ ରାତିରେ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲା। ସେ ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ କରିଥିଲେ। ଯାହା…

ବୁଲା କୁକୁରଙ୍କୁ ନେଇ ନିଜ ରାୟ ଦୋହରାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଜି ପୁଣି ଥରେ ସୁପ୍ରିମକୋର୍ଟ ବୁଲା କୁକୁର ମାମଲାର ଶୁଣାଣି କରିଛନ୍ତି । କୋର୍ଟ ପୂର୍ବ ଶୁଣାଣିରୁ ନିଜର ମତ ବଜାୟ ରଖିଛନ୍ତି। ଏଥିରେ କୁହାଯାଇଛି ଯେ କୁକୁର କେତେବେଳେ କାମୁଡ଼ିବ ତାହା ନିର୍ଣ୍ଣୟ କରିବା ପାଇଁ କେହି ତା’ର…

ଭେନେଜୁଏଲାରୁ ଆମେରିକାରେ ସିଧାସଳଖ ପହଞ୍ଚିବ ୫୦ ମିଲିୟନ ବାରେଲ ତେଲ: ଟ୍ରମ୍ପ

ଭେନେଜୁଏଲା : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭେନେଜୁଏଲାକୁ ନେଇ ବଡ଼ ଘୋଷଣା କରିଛନ୍ତି । ଭେନେଜୁଏଲା ତେଲ ଉପରେ ଆମେରିକାର କବଜା କରିଛି ଘୋଷଣା କଲେ ଟ୍ରମ୍ପ । ଭେନେଜୁଏଲାର ରାଷ୍ଟ୍ରପତି ନିକୋଲାସ ମାଦୁରୋଙ୍କୁ ଆମେରିକା ସେନା ଗିରଫ କରିବା ପରେ,…

ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ଉତ୍ତେଜନା: ପଥର ମାଡରେ ୫ ପୁଲିସ୍‌ କର୍ମଚାରୀ ଆହତ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ତୁର୍କମାନ ଗେଟ୍ ଅଞ୍ଚଳର ରାମଲୀଳା ମୈଦାନ ନିକଟରେ ଫୈଜ-ଏ-ଇଲାହି ମସଜିଦ ପାଖରେ ମଧ୍ୟରାତ୍ରିରେ ବେଆଇନ ଜବରଦଖଲ ହଟାଇ ଦିଆଯାଇଛି। ଜାନୁଆରୀ ୭ ତାରିଖ ମଧ୍ୟରାତ୍ରିରେ ମ୍ୟୁନିସପାଲ କର୍ପୋରେସନର ବୁଲଡୋଜର ଗୁଡ଼ିକ ଭଙ୍ଗା କାର୍ଯ୍ୟ ଆରମ୍ଭ କରିବା ମାତ୍ରେ ଭିଡ଼…

ଲିକ୍ ହେଲା ଟ୍ରମ୍ପଙ୍କ ‘ମିଲିଟାରୀ ପ୍ଲାନ୍’!, ଗ୍ରୀନଲ୍ୟାଣ୍ଡରେ ହେବ ବିଶାଳ ସାମରିକ ବେସ୍

ଆମେରିକା : ଗ୍ରୀନଲ୍ୟାଣ୍ଡରେ ଟ୍ରମ୍ପଙ୍କ ବଡ଼ ‘ସାମରିକ’ ଚାଲ୍ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗ୍ରୀନଲ୍ୟାଣ୍ଡ କିଣିବା ପ୍ରସ୍ତାବ କେବଳ ଏକ ବ୍ୟାପାରିକ ଚୁକ୍ତି ନୁହେଁ । ବରଂ ଏହା ପଛରେ ରହିଛି ଏକ ବଡ଼ ସାମରିକ ଅଭିଯାନ । ୟୁରୋପୀୟ…

ବାପା ଓ ପଡୋଶୀଙ୍କ ନିର୍ମମ ହତ୍ୟା କଲା ପୁଅ

ମୟୁରଭଞ୍ଜ: ମୟୁରଭଞ୍ଜରେ ଘଟିଯାଇଛି ଏକ ଅଭାବନୀୟ କାଣ୍ଡ । ବାପା ଓ ପଡୋଶୀଙ୍କୁ ହତ୍ୟା କରିଛି ପୁଅ । ମୟୁରଭଞ୍ଜ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ବାପା ଓ ପଡୋଶୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛି…

ଲିଙ୍ଗରାଜ ମନ୍ଦିରକୁ ପଶିଲେ ଜାପାନୀ ପର୍ଯ୍ୟଟକ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ । ଜଣେ ଜାପାନୀ ପର୍ଯ୍ୟଟକ ଭିତରକୁ ପଶିଥିବା ସୂଚନା । ପୁଣି ସାମ୍ନାକୁ ଆସିଛି ଲିଙ୍ଗରାଜ ମନ୍ଦିର ଭିତରକୁ ଅଣହିନ୍ଦୁ ପ୍ରବେଶ ଘଟଣା । ସୂଚନା ଅନୁସାରେ ଜଣେ ଜାପାନୀ ପର୍ଯ୍ୟଟକ ଲିଙ୍ଗରାଜ ମନ୍ଦିର ଭିତରକୁ…

ଏସସିବିରୁ ଖସିଲା ଛାତ: ରୋଗୀ ଆହତ

କଟକ: ଏସସିବି ମେଡିକାଲ ଛାତର ସିଲିଂ ଜଣେ ରୋଗୀଙ୍କ ଉପରେ ଖସିପଡିବାରୁ ଆହତ ହୋଇଛନ୍ତି ରୋଗୀ । ଖବର ଅନୁସାରେ ଏସସିବି ମେଡିକାଲର ପୁରୁଣା ମେଡ଼ିସିନ ୱାର୍ଡରେ ଏକ ଅଘଟଣ ଘଟିଛି । ଜଣେ ରୋଗୀ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ…

କେବଳ ଆୟୁର୍ବେଦିକ ଔଷଧ ଲେଖିବେ ଆୟୁଷ ଡାକ୍ତର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କରିଥିଲେ। ଏଥିରେ ମୁଖ୍ୟତଃ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି…

ଏପ୍ରିଲରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ବର: ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ଆଜି ଅନୁଷ୍ଠିତ ହେଉଥିବା ବେଳେ ଏହି ସୂଚନା ଦିଆଯାଇଛି…