ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବାସାଧାରଣ ଦର୍ଶନ ବନ୍ଦ
ଭୁବନେଶ୍ବର: ଆସନ୍ତାକାଲି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ…
