January 2026

ମୁଖ୍ୟମନ୍ତ୍ରୀଙ୍କ ଷୋଡଶ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଥିବା ଅଭିଯୋଗର ୯୫% ସମାଧାନ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ଷୋଡଶ ଅଭିଯୋଗ ଶୁଣାଣି ଥିଲା । ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ୭ଜଣ ମନ୍ତ୍ରୀ,…

୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର

ଭୁବନେଶ୍ୱର: ୨୦୨୬ ବର୍ଷ ପାଇଁ ସି ଭି ରମଣ ସମ୍ମାନ ଚୟନ ପରିଷଦ ପକ୍ଷରୁ ସି ଭି ରମଣ ପୁରସ୍କାର ଘୋଷଣା କରାଯାଇଛି । ସେମାନଙ୍କ ମଧ୍ୟରୁ ପଦାର୍ଥ ବିଜ୍ଞାନ ର ଗବେଷଣା କ୍ଷେତ୍ରରେ ମୁମ୍ବାଇ ସ୍ଥିତ ଭାବା ଆଣବିକ ଗବେଷଣା…

ଜାରି ରହିବ ମିଲର୍ସ ଆସୋସିଏସନ୍ ଆନ୍ଦୋଳନ, ସରକାରଙ୍କ ସହ ବୈଠକ ବିଫଳ

ଭୁବନେଶ୍ୱର: ସରକାରଙ୍କ ସହ ମିଲର୍ସ ଆସୋସିଏସନର ବୈଠକ ବିଫଳ ହୋଇଛି । ଫଳରେ ଜାରି ରହିବ ମିଲର୍ସ ଆସୋସିଏସନ୍ ଆନ୍ଦୋଳନ । ଅଲ୍ ଓଡିଶା ରାଇସ ମିଲର୍ସ ଆସୋସିଏସନ୍ ସଭାପତି, ସମ୍ପାଦକ ସୂଚନା ଦେଇ କହିଛନ୍ତି ଯେ ସରକାର ଆମର ଦାବି…

ପ୍ରମିଳା ମଲ୍ଲିକଙ୍କ ଘରେ ତୁଙ୍ଗ ବିଜେଡି ନେତାଙ୍କ ବୈଠକ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁରର ତୁଙ୍ଗ ନେତା ଓ ନେତ୍ରୀଙ୍କକୁ ନେଇ ଏକ ବଡ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହାକୁ ନେଇ ପ୍ରମିଳା କହିଛନ୍ତି କୌଣସି ମେଳି ନୁହେଁ ଜିଲ୍ଲା ପ୍ରତିନିଧି ମାନଙ୍କୁ ନେଇ…

ଭିଜିଲାନ୍ସ ଜାଲରେ ଦୁଇ ଲାଞ୍ଚୁଆ ଅଧିକାରୀ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲା ଉଦଳା ଉଠା ଜଳସେଚନ ବିଭାଗର ଦୁଇ ଅଧିକାରୀ ଶ୍ରୀ ହରେକୃଷ୍ଣ ସିଂହ ଏବଂ ଶ୍ରୀ ସୁବ୍ରତ ମହାନ୍ତିଙ୍କୁ ଧରିଛି ଭିଜିଲାନ୍ସ ଟିମ୍‌ । ଠିକାଦାରଙ୍କ ଠାରୁ ତାଙ୍କର ବାକି ବିଲ୍‌ ପରିଶୋଧ କରିବା ପାଇଁ ୬୦ହଜାର ଟଙ୍କା…

ମହିଳା ବିଡିଓଙ୍କୁ ଆକ୍ରମଣ ପ୍ରତିବାଦରେ ବ୍ଲକ ଅଫିସରେ ତାଲା ପକାଇ ରାଜନଗର ସରପଞ୍ଚ ସଂଘ

ରାଜନଗର : ରାଜନଗରରେ ମହିଳା ବିଡିଓଙ୍କୁ ଆକ୍ରମଣ ଘଟଣାରେ ତେଜିଲା ବିବାଦ । ଆକ୍ରମଣର ୪ଦିନ ପରେ ବି ଅଭିଯୁକ୍ତଙ୍କ ବିରୋଧରେ ହୋଇନାହିଁ କୌଣସି କାର୍ଯ୍ୟାନୁଷ୍ଠାନ । ଏହାର ପ୍ରତିବାଦରେ ଆଜି ବ୍ଲକ ଅଫିସରେ ତାଲା ପକାଇ କାର୍ଯ୍ୟବନ୍ଦ କରିଛି ରାଜନଗର…

ସିଆରଆରଆଇ ଥାନା ଆଇଆଇସି ବିଜୟ ବାରିକ ନିଲମ୍ବିତ

କଟକ : ନିଲମ୍ବିତ ହେଲେ ସିଆରଆରଆଇ ଥାନା ଆଇଆଇସି ବିଜୟ ବାରିକ । ବିଜୟଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଲେ ପୋଲିସ ଡିଜି । ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଥିଲା ଭିଜିଲାନ୍ସ । ଲାଞ୍ଚ କାରବାରରେ ସଂପୃକ୍ତ ପରେ…

ଦେବ୍ରିଗଡ ଅଭୟାରଣ୍ୟକୁ ଆସିବେ ଆଉ ଦୁଇ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ୱର: ଶିମିଳିପାଳ ପରେ ଏବେ ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ବ୍ୟାପିଥିବା ଦେବ୍ରିଗଡ ଅଭୟାରଣ୍ୟରେ ବୃଦ୍ଧି ହେବ ବାଘ ସଂଖ୍ୟା । ଅଭୟାରଣ୍ୟକୁ ଆସିବେ ୨ଟି ନୂଆ ବାଘ । ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ…

ଆଜି ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ…

ପୁରୀ: ପୁରୀର ଐତିହାସିକ ରାଜପ୍ରାସାଦ ଶ୍ରୀନଅରରେ ସୋମବାର ଦିନ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ଏହା ପୌଷ ମାସର ଶୁଭ ପୁଷ୍ୟ ନକ୍ଷତ୍ରରେ ଅନୁଷ୍ଠିତ ହୋଇଥାଏ। ପ୍ରଭୁ ଜଗନ୍ନାଥଙ୍କ ଆଦ୍ୟ ସେବକ ଭାବରେ ଗଜପତି ମହାରାଜାଙ୍କ…

ଭୋଜି କରିବାକୁ ଯାଇ ନାବାଳକ ନିଖୋଜ, ୨ ସାଙ୍ଗ ଅଟକ

ବାଲୁଗାଁ : ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ ଯାଇ ନାବାଳକ ନିଖୋଜ । ଦୁଇ ସାଙ୍ଗ ଅଟକ । ବାଲୁଗାଁ ବାଇପାସ୍ ୧୬ ନମ୍ବର ଜାତୀୟ ରାଜପଥ କଡରେ ଥିବା ବେଲପଡା ପୋଖରୀ ନିକଟରୁ ମିଳିଛି ନାବାଳକଙ୍କ ଚପଲ ଓ…