ଷ୍ଟେସନ ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ୫୦୦ ଦୁଇ ଚକିଆ ଯାନ…

ତ୍ରିସୁର: ତାମିଲନାଡୁର ତ୍ରିସୁର ରେଳ ଷ୍ଟେସନରେ ରବିବାର ଦିନ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଯାହା ଫଳରେ ଷ୍ଟେସନର ପାର୍କିଂରେ ଥିବା ୫୦୦ରୁ ଅଧିକ ଦୁଇଚକିଆ ଯାନ ପୋଡ଼ି ଯାଇଛି। ତେବେ ଏହି ଘଟଣା ପ୍ଲାଟଫର୍ମ ନମ୍ବର ୨ ନିକଟରେ ସକାଳ…

ଏଣିକି ସ୍କ୍ରିନିଂ ଟେଷ୍ଟରେ ପାସ୍ କଲେ ଆମ ବସ୍ ଚଳାଇପାରିବେ ଡ୍ରାଇଭର: ପରିବହନ ସଚିବ

ଭୁବନେଶ୍ବର:  ଆମ ବସ୍ ଦୁର୍ଘଟଣା ରୋକିବାକୁ ପରିବହନ ବିଭାଗର ବଡ଼ ପଦକ୍ଷେପ । ଏଣିକି ସ୍କ୍ରିନିଂ ଟେଷ୍ଟ ପାସ୍ କଲେ ଆମ ବସ୍ ଚଳାଇପାରିବେ ଡ୍ରାଇଭର । ତେବେ ଥାର୍ଡ ପାର୍ଟି ଅଧିନରେ ଚାଳକଙ୍କ ସ୍କ୍ରିନିଂ ଟେଷ୍ଟ କରାଯିବ । ଏନେଇ…

କାରକୁ ଧକ୍କା ଦେଲା ଟ୍ରକ; ଗୋଟିଏ ପରିବାରର ୩ ମୃତ

ପାରଳାଖେମୁଣ୍ଡି : ନୂଆବର୍ଷର ପ୍ରଥମ ରବିବାରରେ ଗଜପତି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଶ୍ରୀକାକୁଲମ ଜିଲ୍ଲା ବାରୁଆ ଥାନା ଅଧୀନ ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଶିଶୁକନ୍ୟା ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି।…

ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ ଓ ୨ ଗୁରୁତର

କେନ୍ଦ୍ରାପଡା : ପାରିବାରିକ କଳହର କରୁଣ ପରିଣତି ।  ସଂଘବଦ୍ଧ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଓ ଦୁଇ ଗୁରୁତର ।  ଗୁରୁତରମାନେ କେନ୍ଦ୍ରାପଡା ମେଡିକାଲରେ ଭର୍ତ୍ତି ଅଛନ୍ତି ।  କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ନରିଲୋ ଗାଁରେ ଅଘଟଣ  l  ଦାଦାର ଶାବଳ…

ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମୁହଁ ଖୋଲିଲେ ଗଜପତି

ପୁରୀ: ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଗଜପତି ମହାରାଜ । ମହାପ୍ରଭୁ ବର୍ଷସାରା ବାହାରକୁ ଆସି ପରିବେନି କହି ନିଜ ଉଦବେଗ ପ୍ରକାଶ କରିଛନ୍ତି ଗଜପତି ମହାରାଜ । ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି…

ଟ୍ରକ୍‌ ପଛରେ ପିଟି ହେଲା କାର୍‌: ଚାଲିଗଲା ୩ ଜୀବନ

ସମ୍ବଲପୁର: ଜାତୀୟ ରାଜପଥ କଡ଼ରେ ଛିଡ଼ା ହୋଇଥିବା ପାଉଁଶ ବୋଝଇ ଟ୍ରକ୍‌ର ପଛକୁ ଦ୍ରୁତଗାମୀ କାର୍‌ ଶକ୍ତ ଧକ୍କା ଦେଇଛି। ଫଳରେ ୩ଜଣଙ୍କର ମୃତ୍ୟୁ ଘଟିଛି। ସମ୍ବଲପୁର ସହରର ଧନୁପାଲି ଥାନା ଅଧୀନ ନକ୍ସାପାଲିରେ ଆଜି ଅପରାହଣ୍‌ରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକମାନଙ୍କର…

ନିୟମିତ ତାଲିମ ନେବେ ଆମ-ବସ୍ ଚାଳକ, ଗଠନ ହେବ ସ୍ବତନ୍ତ୍ର ସ୍କ୍ବାର୍ଡ଼

ଭୁବନେଶ୍ବର: ବାରମ୍ବାର ରାଜଧାନୀରେ ଘଟୁଛି ସମାନ ଘଟଣା । ସରକାର ଲୋକଙ୍କ ସେବା ପାଇଁ ଚଲାଉଥିବା ଆମ ବସ୍ ସେବା କମ୍ ଜୀବନ ଅଧିକ ନେଲାଣି । ଯେତେ ପ୍ରଚାର ପ୍ରସାର ପରେ ବି ସୁଧୁରୁନାହାନ୍ତି ବସ ଚାଳକ । ମନଇଚ୍ଛା…

ଧାଡ଼ି ବ୍ୟବସ୍ଥାକୁ ନେଇ ଶ୍ରୀମନ୍ଦିରରେ ଠେଲାପେଲା, ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଧାଡ଼ି ବ୍ୟବସ୍ଥାକୁ ନେଇ ଠେଲାପେଲା ପରିସ୍ଥିତି ଉପୂଜିଛି । ସେବକ ଓ ସୁରକ୍ଷାକର୍ମୀଙ୍କ ମାଧରେ ଠେଲାପେଲା ହୋଇଥିବା ସୂଚନା ରହିଛି । ପୁଣି ଶ୍ରୀମନ୍ଦିରରେ ଧାଡ଼ି ବ୍ୟବସ୍ଥାକୁ ନେଇ ଠେଲାପେଲା ପରିସ୍ଥିତି ଉପୁଜିଛି । ଶ୍ରୀମନ୍ଦିର ସୁରକ୍ଷା ସ୍ଵତନ୍ତ୍ର ବଳ…

ପଥର ଖଣିରେ ବିସ୍ଫୋରଣ, ୪ ଶ୍ରମିକ ମୃତ

ଓଡ଼ାପଡ଼ା: ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ୍‌ ମୋଟଙ୍ଗା ଥାନା ଅନ୍ତର୍ଗତ ନିମିଧା ପଞ୍ଚାୟତର ଗୋପାଳପୁର ଗ୍ରାମ ନିକଟରେ ଶନିବାର ଏକ କଳା ମୁଗୁନି ପଥର ଖାଦାନରେ ବିସ୍ଫୋରଣ ଘଟି ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କିଛି ଶ୍ରମିକ ଆହତ…

ବ୍ରେଥ ଆନାଲାଇଜର ଜରିଆରେ ଆମ-ବସ୍ ଚାଳକଙ୍କ ମଦ୍ୟପାନ ଯାଞ୍ଚ

ଭୁବନେଶ୍ବର: ଗତକାଲି ରୂପାଲୀ ଛକରେ ଆମ-ବସ୍ ଦୁର୍ଘଟଣା ପରେ ଚେତିଲା ପ୍ରଶାସନ । ରାଜଧାନୀର ପ୍ରତି ଆମ-ବସ୍ ଚାଳକଙ୍କ ମଦ୍ୟପାନ ଯାଞ୍ଚ କରୁଛି ପୁଲିସ । ଗତକାଲି ଭୁବନେଶ୍ବର ରୂପାଲୀ ଛକରେ ଆମ-ବସ୍ ଦୁର୍ଘଟଣାରେ ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ଘଟିବା…