ଇନ୍ଦୋରରେ ଉଗ୍ର ରୂପ ନେଲା ଦୂଷିତ ପାଣି ସମସ୍ୟା : ୫୦୦ରୁ ଅଧିକଙ୍କୁ ଝାଡ଼ାବାନ୍ତି, ଆଇସିୟୁରେ ୩୨ ଜଣ
ଇନ୍ଦୋର : ମଧ୍ୟପ୍ରଦେଶ ଇନ୍ଦୋରର ଭାଗିରଥପୁର ଅଞ୍ଚଳରେ ସଂକ୍ରମିତ ଜଳ ସଙ୍କଟ ଭୟଙ୍କର ରୂପ ନେଇଛି । ଦୂଷିତ ପାଣି ପିଇ ଅଞ୍ଚଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି । ୫୦୦ରୁ ଅଧିକ ଲୋକଙ୍କ…
