ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଲେ ବେଲୁଚ୍ ନେତା

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଛନ୍ତି ବେଲୁଚ୍ ନେତା । ଚୀନ୍ ବେଲୁଚିସ୍ତାନରେ ସାମରିକ ବାହିନୀ ମୁତୟନ କରିବାକୁ ଯାଉଥିବା ସେ ଚିଠିରେ ଦାବି କରିଛନ୍ତି । ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପାକିସ୍ତାନର ବେଲୁଚିସ୍ତାନ ନେତା…

ସେନା ଶିବିରରେ ଅଗ୍ନିକାଣ୍ଡ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଜୋଶୀମଠରେ ଏକ ସେନା ଶିବିର ଭିତରେ ଥିବା ଏକ ଦୋକାନରେ ହଠାତ୍ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ସମ୍ପୂର୍ଣ୍ଣ ଦୋକାନଟି ଜଳିଯାଇଥିଲା । ସେନା କର୍ମଚାରୀମାନେ ନିଆଁ ଲିଭାଇବା ପାଇଁ ପ୍ରୟାସ କରୁଛନ୍ତି । ଶିବିରର ଷ୍ଟୋରେଜ୍…

ସ୍ବିଜରଲାଣ୍ଡ ସ୍କି ରିସର୍ଟ ଅଗ୍ନିକାଣ୍ଡରେ ୪୭ ମୃତ: ୫ଦିନ ରାଷ୍ଟ୍ରୀୟ ଶୋକ ପାଳନ

ଜେନିଭା: ନୂଆବର୍ଷ ପାଳନ ସମୟରେ ସ୍ବିଜରଲାଣ୍ଡର କ୍ରାନ୍ସ ମଣ୍ଟାନା ସହରରେ ଏକ ସ୍କି ରିସର୍ଟ ବାର୍ରେ ଭୟାବହ ଅଗ୍ନିକାଣ୍ଡ ଘଟି ଏପର୍ଯ୍ୟନ୍ତ ୪୭ଜଣ ଲୋକ ପ୍ରାଣ ହରାଇଛନ୍ତି। ୧୦୦ରୁ ଅଧିକ ଆହତ ହୋଇଥିବାବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଏହା…

ଇନ୍ଦୋରରେ ଉଗ୍ର ରୂପ ନେଲା ଦୂଷିତ ପାଣି ସମସ୍ୟା : ୫୦୦ରୁ ଅଧିକଙ୍କୁ ଝାଡ଼ାବାନ୍ତି, ଆଇସିୟୁରେ ୩୨ ଜଣ

ଇନ୍ଦୋର : ମଧ୍ୟପ୍ରଦେଶ ଇନ୍ଦୋରର ଭାଗିରଥପୁର ଅଞ୍ଚଳରେ ସଂକ୍ରମିତ ଜଳ ସଙ୍କଟ ଭୟଙ୍କର ରୂପ ନେଇଛି । ଦୂଷିତ ପାଣି ପିଇ ଅଞ୍ଚଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି । ୫୦୦ରୁ ଅଧିକ ଲୋକଙ୍କ…

ୟୁପି ପରେ ରାଜସ୍ଥାନରେ ସ୍କୁଲରେ ଛାତ୍ରଛାତ୍ରୀ ଖବରକାଗଜ ପଢିବା ବାଧ୍ୟତାମୂଳକ

ରାଜସ୍ଥାନ : ସ୍କୁଲ ଶିକ୍ଷାରେ ମୋବାଇଲ ଏବଂ ଇଣ୍ଟରନେଟର ବ୍ୟବହାର ବଢିବାରେ ଲାଗିଛି । କରୋନା ପରେ ଅନଲାଇନ କ୍ଲାସ ସ୍କୁଲ ସିଷ୍ଟମର ଅଂଶ ହୋଇଛି । ସ୍କୁଲ ପିଲାଙ୍କ ନିର୍ଭରତା ମୋବାଇଲ, ଲାପଟପ୍ ଏବଂ ଇଣ୍ଟରନେଟରେ ବଢୁଛି । ଏହି କାରଣ…

ସଡ଼କ ଦୁର୍ଘଟଣାରେ ଆହତଙ୍କୁ ସହାୟତା କରିବା ବେଳେ ମାଡ଼ିଗଲା ଟ୍ରେଲର, ୪ ମୃତ, ଅନେକ ଆହତ

ରାଜସ୍ଥାନ : ରାଜସ୍ଥାନ ବିକାନେର ଜିଲ୍ଲାରେ ଅଘଟଣ । ଏକ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଖବର ମୁତାବକ, ବିକାନେର ନାପାସର ଅଞ୍ଚଳରେ ଗତ ରାତିରେ ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିଲେ…

ଖଣିରେ ବିସ୍ଫୋରଣ; ୪ କଲରାପତରିଆଙ୍କ ମୃତ୍ୟୁ

ବେଙ୍ଗଳୁରୁ: ମାରିଦେଲେ ୪ ବାଘ । ବେଙ୍ଗଳୁରୁ ଉପକଣ୍ଠ ଚିକ୍କନହଲ୍ଲି ଅଞ୍ଚଳର ଏକ ଖଣିରେ ବିସ୍ଫୋରଣରେ ୪ କଲରାପତରିଆଙ୍କ ଜୀବନ ଯାଇଛି । ମୃତ ବାଘ ମଧ୍ୟରେ ଏକ ଗର୍ଭବତୀ ଥିବା କହିଛି ବନ ବିଭାଗ । ବେଆଇନ ବିସ୍ଫୋରଣ ଯୋଗୁଁ…

ଇରାନରେ ସରକାର ବିରୋଧୀ ହିଂସା; ୭ ମୃତ, ୧୩ ଆହତ

ଇରାନ୍ : ଇରାନରେ ସରକାର ବିରୋଧରେ ଜନସାଧାରଣଙ୍କ କ୍ରୋଧ ପ୍ରକାଶ ପାଇଛି । ଯାହାର ହିଂସା ବର୍ତ୍ତମାନ ଗ୍ରାମଞ୍ଚଳକୁ ବ୍ୟାପିଛି । ଏହି ହିଂସାତ୍ମକ ବିରୋଧରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ରୁ ଅଧିକ ଆହତ ହୋଇଛନ୍ତି । ଯେଉଁଥିରେ ଇରାନର ଅର୍ଦ୍ଧସାମରିକ…

ଭିଜିଲାନ୍ସ ଜାଲରେ ପୂର୍ବତନ ଫରେଷ୍ଟର ଜୟ କୁମାର ଯୁଆଡ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ଆଉ ଜଣେ ଜଙ୍ଗଲ ବାବୁ ।  ଦକ୍ଷିଣ ବନଖଣ୍ଡ ଥୁଆମୁଳ ରାମପୁର ପୂର୍ବତନ ଫରେଷ୍ଟର ଜୟ କୁମାର ଯୁଆଡ ଗିରଫ ।  ୫୫ ଲକ୍ଷ ଟଙ୍କା ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । ୨୦୨୪-୨୫ ବର୍ଷ…

ରାଉରକେଲାରୁ ଅଯୋଧ୍ୟା ଅଭିମୁଖେ ବାହାରିଲା ସୁନାର ଧନୁ

ରାଉରକେଲା: ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ନିକଟକୁ ଭେଟି ଦେବା ଉଦ୍ଦେଶ୍ୟରେ ରାଉରକେଲା ସହରରୁ ବାହାରିଛି ଏହି ବିଶାଳ ସ୍ୱର୍ଣ୍ଣ ଧନୁଷ । ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ ଉଚ୍ଚତା…