ବିଜାପୁରରେ ଏନକାଉଣ୍ଟର, ୧୪ ମାଓବାଦୀ ନିପାତ

ବିଜାପୁର: ଭୁଷୁଡ଼ୁଛି ଲାଲଗଡ଼। ୧୪ ମାଓବାଦୀ ନିପାତ। ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଏନ୍ କାଉଣ୍ଟର ହୋଇଛି। କୋଣ୍ଟା କିସ୍ତରାମ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୧୪ ମାଓବାଦୀ। ଘଟଣାସ୍ଥଳରୁ ଏକେ ୪୭ ଓ ଇନସାସ୍…

ଏୟାରଷ୍ଟ୍ରାଇକ ପରେ ଭେନେଜୁଏଲା ରାଷ୍ଟ୍ରପତି ଓ ତାଙ୍କ ପତ୍ନୀ ଆମେରିକା ଦ୍ବାରା ଅଟକ; ଟ୍ରମ୍ପ

ଆମେରିକା : ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଭେନେଜୁଏଲା ରାଜଧାନୀ କାରାକାସର ବିଭିନ୍ନ ସ୍ଥାନରେ ବିସ୍ଫୋରଣ ହୋଇଛି । ଭେନେଜୁଏଲା ସରକାର ଆମେରିକା ଉପରେ ନିଜର ନାଗରିକ ଏବଂ ସୈନ୍ୟ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିବାକୁ ନେଇ ଆମେରିକାକୁ ନିନ୍ଦା କରିଛି ।…

କାରାକାସରେ ସିରିଜ ବିସ୍ଫୋରଣ, ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା: ଭେନେଜୁଏଲାର ରାଜଧାନୀ କାରାକାସରେ ସିରିଜ ବିସ୍ଫୋରଣ ହୋଇଛି । ଅନେକ ସ୍ଥାନରେ ଧୂଆଁ ଏବଂ ନିଆଁ ଲାଗି ରହିଥିବା ଦେଖିବାକୁ ମିଳିଛି । ଆମେରିକା ସହିତ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏହା ଆମେରିକାର ବିମାନ ଆକ୍ରମଣ ହୋଇପାରେ ବୋଲି ଆଶଙ୍କା…

ମେକ୍ସିକୋରେ ୬.୫ ତୀବ୍ରତାର ଭୂମିକମ୍ପ, ୨ ମୃତ

ମେକ୍ସିକୋ: ମେକ୍ସିକୋର ଅନେକ ଅଞ୍ଚଳକୁ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଦକ୍ଷିଣ ଏବଂ ମଧ୍ୟ ମେକ୍ସିକୋରେ ଘଟିଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୪ ରହିଥିଲା, ଯାହାକୁ ଶକ୍ତିଶାଳୀ ଏବଂ ସମ୍ଭାବ୍ୟ ବିପଜ୍ଜନକ ବୋଲି ବିବେଚନା କରାଯାଉଛି।…

ବିକ୍ଷୋଭକାରୀଙ୍କ ଉପରେ ଆକ୍ରମଣ ବନ୍ଦ ନ କଲେ ହସ୍ତକ୍ଷେପ କରିବୁ: ଇରାନକୁ ଚେତାବନୀ ଦେଲେ ଟ୍ରମ୍ପ

ୱାଶିଂଟନ: ଡଲାର ତୁଳନାରେ ଇରାନ ମୁଦ୍ରା ରିଆଲର ବିନିମୟ ମୂଲ୍ୟ ସବୁଠାରୁ ନିମ୍ନସ୍ତରରେ ପହଞ୍ଚିଥିବାରୁ ଇରାନରେ ବିଗତ କିଛି ଦିନ ହେଲା ଜୋରଦାର ବିକ୍ଷୋଭ ପ୍ରଦର୍ଶିତ ହେଉଛି। ବିକ୍ଷୋଭକାରୀଙ୍କୁ ଦମନ କରିବାକୁ ଇରାନ ସେନା ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏଥିରେ…

ଦେଶର ୧୧ ଏମ୍ସରେ ଖାଲି ପଡ଼ିଛି ୧୬୦୦ ଶିକ୍ଷକ ପଦ, ଡାକ୍ତରୀ ଶିକ୍ଷାଦାନ ପ୍ରଭାବିତ

ନୂଆଦିଲ୍ଲୀ: ଦେଶର ୧୧ଟି ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ)ରେ ୧୬୦୦ ଶିକ୍ଷକ ପଦ ଖାଲି ପଡିଛି। ଏହି ସବୁ ଏମ୍ସରେ ମୋଟ ୪୦୯୯ଟି ଅନୁମୋଦିତ ଶିକ୍ଷକ ପଦ ରହିଛି। ସୂଚନା ଅଧିକାର (ଆରଟିଆଇ) ତଥ୍ୟ ଅନୁଯାୟୀ ୧୧ଟି…

ଆଜିଠାରୁ ‘ମାଘ ମେଳା, ସଙ୍ଗମ ସ୍ଥଳରେ ବୁଡ଼ ପକାଇବା ପାଇଁ ପ୍ରୟାଗରାଜରେ ଭକ୍ତଙ୍କ ଭିଡ଼,

ଉତ୍ତରପ୍ରଦେଶ : ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ଆଜିଠାରୁ ବିଶ୍ୱପ୍ରସିଦ୍ଧ ‘ମାଘ ମେଳା ୨୦୨୬’ ଆରମ୍ଭ ହୋଇଛି । ମାଘ ମେଳା ପୂର୍ବରୁ ସ୍ନାନ ପର୍ବ ପୌଷ ପୂର୍ଣ୍ଣିମାର ପର୍ବ ଗଙ୍ଗା, ଯମୁନା ଏବଂ ସରସ୍ବତୀ ନଦୀର ତ୍ରିବେଣୀରେ ଆସ୍ଥାର ବୁଡ଼…

ୟେମେନରେ ସାଉଦିଆରବର ଭୟଙ୍କର ଏୟାର ଷ୍ଟ୍ରାଇକ, ୨୦ ମୃତ

ୟେମେନ: ୟେମେନରେ ଭୟଙ୍କର ଏୟାର ଷ୍ଟ୍ରାଇକ ।  ସାଉଦିଆରବର ଆକ୍ରମଣରେ ୨୦ ମୃତ ।  ଦୁଇ ଦେଶ ମଧ୍ୟରେ ବଢ଼ିଲା ଯୁଦ୍ଧ ଆଶଙ୍କା ।  ୟେମେନରେସାଉଦି ଆରବ ନେତୃତ୍ୱାଧୀନ ମିଳିତ ବାହିନୀ ପକ୍ଷରୁ ବଡ଼ ଧରଣର ବିମାନ ଆକ୍ରମଣ କରାଯାଇଛି ।  ଏହି…

ଜାନୁଆରୀ ୮ ରୁ ଫେବୃଆରୀ ୨୫ ଯାଏ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

ଭୁବନେଶ୍ୱର : ଜାନୁଆରୀ ୮ ରୁ ଫେବୃଆରୀ ୨୫ ଯାଏ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବାକୁ ଚେତାବନୀ ଦେଲା କଂଗ୍ରେସ ।  ମନରେଗା ନା ବଦଳେଇବା ପ୍ରସଙ୍ଗ ଉପରେ କଂଗ୍ରେସ କରିବ ଆନ୍ଦୋଳନ। ୱାର୍ଡ ସ୍ତରରୁ ବିଧାନ ସଭା ଘେରାଉ କରିବ କଂଗ୍ରେସ । …

ବିଜାପୁର ମାଓ ସଙ୍ଗଠନର ଶୀର୍ଷ ନେତା ବାରସେ ଦେବୀଙ୍କ ସହ ଆତ୍ମସମର୍ପଣ କଲେ ୪୦ ମାଓବାଦୀ

ମାଲକାନଗିରି : ଆତ୍ମସମର୍ପଣ କଲେ ୪୦ ମାଓବାଦୀ ।  ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ମାଓ ସଙ୍ଗଠନର ଶୀର୍ଷ ନେତା ବାରସେ ଦେବୀଙ୍କ ସହ ୪୦ ଜଣ ତେଲେଙ୍ଗାନାରେ ଆତ୍ମସମର୍ପଣ କରିଛନ୍ତି । ମାଓବାଦୀଙ୍କ ସବୁଠାରୁ ଘାତକ ବାଟାଲିୟନ PLGA ନମ୍ବର…