ଖାଇକୁ ଖସିଲା ବସ୍ : ୧୩ ମୃତ

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶରେ ବଡ଼ ଦୁର୍ଘଟଣା । ବସ୍ ଦୁର୍ଘଟଣା ଘଟି ୧୩ଜଣଙ୍କ ମୃତ୍ୟୁ । ହିମାଚଳ ପ୍ରଦେଶରେ ବଡ଼ ଦୁର୍ଘଟଣା । ସିରମୋର ଜିଲ୍ଲା ହରିପୁରଧାରରେ ଖାଇକୁ ଖସିଲା ବସ୍ । ସିମଲା ରୁ କୁପଭି ୟିବ ସମୟରେ…

କଲକାତା ହାଇକୋର୍ଟରେ ହଙ୍ଗାମା: ଘୁଞ୍ଚିଲା ଇଡି ଶୁଣାଣି

କଲକାତା: ଆଇ-ପାକ୍‌ କାର୍ଯ୍ୟାଳୟରେ ଇଡି ଚଢାଉ ନେଇ ଶୁଣାଣି ବେଳେ କଲକାତା ହାଇକୋର୍ଟରେ ପ୍ରବଳ ହଙ୍ଗାମା ହୋଇଛି । ପ୍ରବଳ ଭିଡ଼ ଓ ହଙ୍ଗାମା ପାଇଁ ଶୁଣାଣି ଘୁଞ୍ଚାଇଲେ ହାଇକୋର୍ଟ । ଆସନ୍ତା ୧୪ ତାରିଖକୁ ଶୁଣାଣି ଘୁଞ୍ଚାଇଲେ ହାଇକୋର୍ଟ ।…

କାର୍ ଦୁର୍ଘଟଣାରେ ପୂର୍ବ ଗୃହମନ୍ତ୍ରୀଙ୍କ ଝିଅ ସମେତ ୩ ମୃତ

ଇନ୍ଦୋର : ମଧ୍ୟପ୍ରଦେଶ ଇନ୍ଦୋରରେ ତେଜାଜୀ ନଗର ଥାନା ବାଇପାସ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦ୍ରୁତଗତିରେ ଏକ କାର୍ ଛିଡା ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଥିଲା, ଫଳରେ କାରରେ ଥିବା ୪ ଜଣଙ୍କ ମଧ୍ୟରୁ ୩ ଜଣଙ୍କର ଘଟଣା…

ତେହରାନରେ ପ୍ରତିବାଦର ନିଆଁ , ଖାମନେଇ ମୃତ୍ୟୁ ନାରା ପରେ ୨ ହଜାରରୁ ଅଧିକ ଗିରଫ

ନୂଆଦିଲ୍ଲୀ : ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମନେଇଙ୍କ ବିରୋଧରେ ପ୍ରତିବାଦ ତୀବ୍ର ହେବାରେ ଲାଗିଛି । ରାଜଧାନୀ ତେହେରାନରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ଉପରେ ଆକ୍ରମଣ ହେଉଛି । ବିଦ୍ରୋହୀମାନେ ସୈନିକମାନଙ୍କୁ ଘେରି ରହିବା ସହ ଛୁରାମାଡ କରୁଛନ୍ତି…

ଲୋକାଲ ଟ୍ରେନରେ ଅଗ୍ନିକାଣ୍ଡ, ରେଳ ସେବା ପ୍ରଭାବିତ

ମହାରାଷ୍ଟ୍ର : ମୁମ୍ବାଇର ଗୋଟିଏ ଲୋକାଲ ଟ୍ରେନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାଟି ଗତକାଲି ରାତି ପ୍ରାୟ ୮.୩୦ଟା ସମୟରେ କୁର୍ଲା ଏବଂ ବିଦ୍ୟାବିହାର ଷ୍ଟେସନରେ ଘଟିଥିବା ଜଣାପଡିଛି । କିନ୍ତୁ ସୌଭାଗ୍ୟବସତଃ ଏହି ଅଗ୍ନିକାଣ୍ଡରେ କୌଣସି ମୃତାହତ କିମ୍ବା ସମ୍ପତ୍ତି…

ଇଡି କାର୍ଯ୍ୟାନୁଷ୍ଠାନକୁ ବିରୋଧ: କଲକାତାରେ ମମତାଙ୍କ ରାଲି

କଲକାତା: କଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଲି ଆରମ୍ଭ କରିଛନ୍ତି । ଇଡି ଚଢାଉକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି ଟିଏମସି । ଟିଏମସିର ବରିଷ୍ଠ ନେତା ଓ ଶହ ଶହ କର୍ମୀ, ସମର୍ଥକମାନେ ଏକ ଶୋଭାଯାତ୍ରାରେ ବାହାରି ଇଡିର କାର୍ଯ୍ୟକୁ…

ଲାଲୁଙ୍କ ବିରୋଧରେ ସିବିଆଇ ହାତରେ ଦୃଢ ପ୍ରମାଣ, ୪୦ ଜଣଙ୍କ ବିରୁଦ୍ଧରେ ଚାର୍ଜଫ୍ରେମ୍

ବିହାର: ଲ୍ୟାଣ୍ଡ ଫର୍ ଜବ୍ ମାମଲାରେ ଆଜି ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଏକ ବଡ଼ ଝଟକା ଲାଗିଛି । କାରଣ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଏହି ମାମଲାରେ ଲାଲୁଙ୍କ ବିରୋଧରେ ଚାର୍ଜଫ୍ରେମ୍ କରିଛନ୍ତି। ସମସ୍ତ ପକ୍ଷଙ୍କ ଯୁକ୍ତି…

ଗୃହମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ଟିଏମସିର ସାଂସଦ: ୮ ଜଣଙ୍କୁ ଉଠାଇ ନେଲା ଦିଲ୍ଲୀ ପୁଲିସ

ନୂଆଦିଲ୍ଲୀ: ଦିଲ୍ଲୀ ପହଞ୍ଚିଲା ପଶ୍ଚିମବଙ୍ଗ ହାଇଡ୍ରାମା । ଗୃହମନ୍ତ୍ରୀ ଅମିତ ଶାହଙ୍କ କାର୍ଯ୍ୟାଳୟ ଆଗରେ ଟିଏମସିର ସାଂସଦମାନେ ବିକ୍ଷୋଭ କରିଛନ୍ତି । ଇଡି ଚଢାଉକୁ ବିରୋଧ କରି ବିକ୍ଷୋଭ କରିଛନ୍ତି ଟିଏମସିର ସାଂସଦ । ଏହି ସମୟରେ ଦିଲ୍ଲୀ ପୁଲିସ ଓ…

ଶୀତ ପାଇଁ ଆସନ୍ତାକଲିଠାରୁ ବଦଳିବ ବିଦ୍ୟାଳୟ ସମୟ

କଟକ: ପ୍ରବଳ ଶୀତ ପାଇଁ ବଦଳିଲା ବିଦ୍ୟାଳୟ ସମୟ । ଛାତ୍ରଛାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ନିଷ୍ପତ୍ତି ନେଲା କଟକ ପ୍ରଶାସନ । ପ୍ରବଳ ଶୀତକୁ ଦୃଷ୍ଟିରେ ରଖି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି କଟକ ଜିଲ୍ଲା ପ୍ରଶାସନ । ଜିଲ୍ଲାର ସମସ୍ତ ବିଦ୍ୟାଳୟ…

ପ୍ରଦୂଷଣ ପ୍ରମାଣପତ୍ର ମାମଲାରେ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା

କଟକ: ପ୍ରଦୂଷଣ ପ୍ରମାଣପତ୍ର ମାମଲାରେ ରାଜ୍ୟ ସରକାରଙ୍କ ଉଚ୍ଚ ଅଦାଲତଙ୍କ ବଡ଼ ଝଟକା । ମୋଟର ଯାନ ଆଇନ ଉଲଙ୍ଘନ ଅଭିଯୋଗରେ ପରିବହନ ପ୍ରାଧିକରଣକୁ ନୋଟିସ । ପିୟୁସିସି ପ୍ରସଙ୍ଗରେ ପରିବହନ ସଚିବ ଓ ରାଜ୍ୟ ପରିବହନ ପ୍ରାଧିକରଣକୁ ଜବାବ ମାଗିଲା…