ଆସନ୍ତାକାଲି ଭାରତ ଆସିବେ ଜର୍ମାନ ଚାନ୍ସେଲର ମର୍ଜ: ଅହମଦାବାଦରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଗୁରୁତ୍ବପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ: ଜର୍ମାନ ଚାନ୍ସେଲର ଫ୍ରେଡ୍ରିଚ୍ ମର୍ଜ ଆସନ୍ତାକାଲି (ସୋମବାର)ଠାରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ନାଟୋ ଏବଂ ୟୁରୋପୀୟ ସଂଘ (ଇୟୁ) ବାଦ୍ ଚାନ୍ସେଲର ମର୍ଜଙ୍କର ଏହା ପ୍ରଥମ ଦ୍ୱିପାକ୍ଷିକ ଗସ୍ତ। ଜାନୁଆରି ୧୨-୧୩ ରେ ଅହମଦାବାଦଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
