ଇଣ୍ଡିଗୋ ବିମାନକୁ ବୋମା ଧମକ, ଲକ୍ଷ୍ନୌ ବିମାନବନ୍ଦରରେ କଲା ଜରୁରୀ ଅବତରଣ
ନୂଆଦିଲ୍ଲୀ : ଦିଲ୍ଲୀରୁ ବାଗଡୋଗରା ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ । ଯାହା ପରେ ଆତଙ୍କ ସୃଷ୍ଟି କରିଛି । ସୁରକ୍ଷା ପ୍ରୋଟୋକଲ୍ ହିସାବରେ ବିମାନଟିକୁ ତୁରନ୍ତ ଲକ୍ଷ୍ନୌର ଚୌଧୁରୀ ଚରଣ ସିଂ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ…
